Home Archive by category Odisha News (Page 64)

Odisha News

Odisha News
ମାଲକାନଗିରି, ୧୧/୧୨ : ମହିଳାଙ୍କ ହତ୍ୟାକୁ ନେଇ ମାଲକାନଗିରି ଜିଲ୍ଲା ଏମଭି-୨୬ ଏବଂ ରାଖେଲଗୁଡ଼ା ଗ୍ରାମ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ପରିସ୍ଥିତିରେ ସାମାନ୍ୟ ସୁଧାର ଆସିଛି ।ତଥାପି ପ୍ରଶାସନ ପକ୍ଷରୁ ଇଣ୍ଟରନେଟ୍ ସେବା କଟକଣା ଅବଧିକୁ ଆଉ ୧୨ ଘଣ୍ଟା ବୃଦ୍ଧି କରାଯାଇଛି । ଆଜି ମଧ୍ୟରାତ୍ର ପର୍ଯ୍ୟନ୍ତ ଇଣ୍ଟରନେଟ ସେବା କଟକଣା ବଳବତ୍ତର ରହିବ ।ସେପଟେ ସ୍ଥିତି ଅନୁଧ୍ୟାନ ପାଇଁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମାଲକାନଗିରିରେ ପହଁଚଛନ୍ତି । Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୧/୧୨ : ବୁଧବାର ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ଜୟ ନୟାଗଡ଼ ଫାଉଣ୍ଡେସନ ତରଫରୁ ସଂଗଠନର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ବାଇଁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।ତତସହ ଆଗାମୀ ତା୨୦.୧୨.୨୦୨୫ରିଖ ସନ୍ଧ୍ୟା ୬ ଘଟିକା ସମୟେ ନୟାଗଡ଼ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୧୨: ସ୍ବାଧୀନତା ସଂଗ୍ରାମରେ ସ୍ବାଧୀନତା ସଂଗ୍ରାମୀ, କବିଗୋୖରବ ପଣ୍ଡିତ ନାରାୟଣ ମିଶ୍ରଙ୍କ ତ୍ୟାଗ ଓ ତିତୀକ୍ଷା ବିଶ୍ବସ୍ତରରେ ପହଞ୍ଚାଇବା ସହ ତାଙ୍କ ଆଦର୍ଶ ପ୍ରତି ଯୁବମାନସଙ୍କୁ ଆକୃଷ୍ଟ କରିବା ଲାଗି ପୂର୍ବତନ ମନ୍ତ୍ରୀ ପ୍ରସାଦ ହରିଚନ୍ଦନ ଆହ୍ବାନ ଦେଇଛନ୍ତି।ଖୋର୍ଦ୍ଧାସ୍ଥିତ ଜୟୀ ରାଜଗୁରୁ ଟାଉନହଲ ପରିସରରେ ଆୟୋଜିତ ସ୍ବାଧୀନତା ସଂଗ୍ରାମୀ ପଣ୍ଡିତ ନାରାୟଣ ମିଶ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୦/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନ ମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି । ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପାଇବା ପରେ ବି ଏସ ଏଫ ଜବାନ ମାନେ କମ୍ବିଂ ଅପରେସନ କୁ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧୨ : ଗଜପତି ଜିଲ୍ଲା ସଦର ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷ୍ୟା କେନ୍ଦ୍ର ଠାରେ ମାନବ ଅଧିକାର ଦିବସ ପାଳନର ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସଚିବ ଶ୍ରୀ ବିମଳ ରାଉଳ ଅଧ୍ୟକ୍ଷତା କରି ଛାତ୍ରଛାତ୍ରୀ ମାନଙ୍କୁ ମାନବ ଅଧିକାରର ଗୁରୁତ୍ଵ ଏବଂ ସେ ଗୁଡ଼ିକୁ ସୁରକ୍ଷା କରିବାର ଆବଶ୍ୟକତା ସମ୍ପର୍କରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୧୨ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସ୍ଵାନ୍ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ୧ ଗୋଟି ଲୋକସଭା ନିର୍ବାଚନ ମଣ୍ଡଳୀ ଅଧୀନ ୮ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ସାବ୍ୟସ୍ତ କେନ୍ଦ୍ର ତଥା ଭୋଟ ଦାନ କେନ୍ଦ୍ର ଗୁଡ଼ିକର ସୁବ୍ୟବସ୍ଥା କରଣ କରିବା ନିମନ୍ତେ ବିଭିନ୍ନ ରାଜନୈତିକ ଦଳ ମାନଙ୍କ ସହ ଆଲୋଚନା ବୈଠକ Continue Reading
Odisha News
ଖୋର୍ଦ୍ଧା, ୧୦/୧୨ : ରସିକିଆ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କଲା ପୋଲିସ୍ । ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ୍ତ ଦାସଙ୍କୁ ଗିରଫ କଲା ପୋଲିସ ।କଲେଜର ଜଣେ ଅଧ୍ୟାପିକାଙ୍କୁ ସମ୍ପୃକ୍ତ ଅଧ୍ୟକ୍ଷ ଜଣକ ଅଶ୍ଳୀଳ ମେସେଜ ପଠାଇ ପ୍ରେମ ନିବେଦନ କରିଥିଲେ । ଏନେଇ ଅଧ୍ୟାପିକାଙ୍କ ବାପା ବୋଲଗଡ଼ ଥାନାରେ ମଙ୍ଗଳବାର ଏତଲା ଦାୟର କରିଥିଲେ । ତଦନ୍ତ ଆଧାରରେ ବୋଲଗଡ଼ ପୋଲିସ କଲେଜର ଅଧ୍ୟକ୍ଷଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି ।ସୂଚନା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୧୨ : ମଙ୍ଗଳବାର ଜିଲ୍ଲା ତାଲିମ କେନ୍ଦ୍ର ବୌଦ୍ଧ ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀଙ୍କ ଅଧକ୍ଷତାରେ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରବାର କଲ୍ୟାଣ) ଅମିତାଭ ଦାସ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡାକ୍ତର ସାନ୍ତା ନିବେଦିତା, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ Continue Reading
Odisha News
ଭୁବନେଶ୍ୱର,୧୦/୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ମହମ୍ମଦ ମୋକିମ ଅସନ୍ତୋଷ ଝାଡିଛନ୍ତି। ମୋକିମ କହିଛନ୍ତି, ୩ ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ନେତୃତ୍ୱ ମିଳିଛି। ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମ ଠାରୁ ପୂରା ଅଲଗା। ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧି ପରିବାରକୁ ସମାଲୋଚନା କରିଥିଲେ।ସେ ଓ ତାଙ୍କ ପୁଅ Continue Reading
Odisha News
ମାଲକାନଗିରି/ଓଡ଼଼ିଶା,୧୦/୧୨ : ଆହୁରି ୨୪ ଘଣ୍ଟା ପାଇଁ ମାଲକାନଗିରିରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଆଜି ଦିନ ୧୨ ଯାଏଁ କଟକଣା ଲାଗୁ ହୋଇଥିଲା ତେବେ ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଅବିଧି ବଢାଇବାର ନିଷ୍ପତ୍ତି ନିଆଯାଇଛି। ପୁଣି ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁରେ ସ୍ଥିତି ଅନୁଧ୍ୟାନ କରିଥିଲେ ଡିଜିପି।ଅନ୍ୟପଟେ ଦୀର୍ଘ ୬ ଦିନ ପରେ ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ ମିଳିଛି। କନ୍ୟା ଆଶ୍ରମ ନିକଟ Continue Reading