ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୃତ୍ତିକା ସଂରକ୍ଷଣ ଭବନ ଠାରେ ଆଜି ସି:ସି:ଡି ଅନୁଷ୍ଠାନ ଆନୁକୁଲ୍ୟରେ ଲିନସି ଫାଉଣ୍ଡେସନର ପକ୍ଷରୁ ସେଞ୍ଚୁରିଆନ ୟୁନିଭରସିଟି ଅନ୍ତର୍ଗତ ଏମ:ଏସ ସ୍ୱାମୀନାଥନ କୃଷି ବିଦ୍ୟାଳୟର ସହଯୋଗରେ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ପ୍ରକଳ୍ପ ପରାମର୍ଶଦାତା Continue Reading




