Home Archive by category Odisha News (Page 66)

Odisha News

Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର/ ରାୟଗଡ଼ା,୧୫/୭: ରାୟଗଡ଼ା ଜିଲ୍ଲା ପିସ୍କାପଙ୍ଗ ଚାରି ମାସ ହେବ ପଞ୍ଚାୟତକୁ ମୋ ବସ୍ ଯାଉ ନାହିଁ। ରାସ୍ତା ଖରାପ ଆଳରେ ପ୍ରଶାସନ ଚୁପ୍। ବାଧ୍ୟ ହୋଇ ଶେଷରେ ଗ୍ରାମବାସୀ ମୋ ବସ୍ ଅଟକାଇଲେ।ଏଭଳି ଉତ୍ତେଜନାମୂଳକ ପରିସ୍ଥିତି ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ସବୁଠାରୁ ଦୁର୍ଗମ ପିସ୍କାପଙ୍ଗା ଗ୍ରାମପଞ୍ଚାୟତରେ।ସୂଚନା ମୁତାବକ, ପିସ୍କାପଙ୍ଗା ପଞ୍ଚାୟତରୁ ଚନ୍ଦ୍ରପୁର ବ୍ଲକ ସଦର ମହକୁମାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୭ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ମହିଳା ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ପକ୍ଷରୁ ମହାବିଦ୍ୟାଳୟର ସଭାଗୃହ ଠାରେ\”ଡାହାଣୀ ଆରୋପ ଜନିତ ହିଂସା ଓ ନାରୀ ନିର୍ଯ୍ୟାତନା\” ଶୀର୍ଷକ ସମ୍ପର୍କିତ ଏକ ପାଠଚକ୍ର ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁ ଅନୁଷ୍ଠିତ କାର‌୍ୟ୍ୟକ୍ରମରେ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୫/୭ : ଭଗବାନ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ ଉଦ୍ଦେଶ୍ୟରେ ଦେଶବ୍ୟାପୀ ସଂଗ୍ରହ କରାଯାଇଥିବା ଚାନ୍ଦା ଓ ଭେଟିର ପରିଚାଳନାକୁ ନେଇ ଦେଶରେ ଉଠିଥିବା ବିବାଦ ମଧ୍ୟରେ ଖୋରଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ କେନ୍ଦ୍ର ସରକାର, ବିଜେପି ଓ ଆର.ଏସ.ଏସ କୁ କଡ଼ା ସମାଲୋଚନା କରାଯାଇଛି।ଜିଲ୍ଲା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଶ୍ରୀରାମଙ୍କ ନାମରେ ଲୋକଙ୍କଠାରୁ Continue Reading
Odisha News
ବ୍ରହ୍ମପୁର, ୧୫/୭ : ରେଶମ ସହର ବ୍ରହ୍ମପୁରରେ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତିନଗର ଲେନ୍-୫ ଅଞ୍ଚଳରେ ଜଣେ ଯୁବତୀ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ବୁଧବାର ସକାଳେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।ମିଳିଥିବା ସୂଚନା ଅନୁଯାୟୀ, କୌଣସି କାରଣକୁ ନେଇ ଯୁବତୀ ଜଣଙ୍କ ଆଜି ସକାଳେ ନିଜ ଶରୀରରେ କିରାସିନି ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୭ : ସମନ୍ୱିତ ଆଦିବାସୀ ବିକାଶ ସଂସ୍ଥା (ଆଇ:ଟି:ଡି:ଏ), ପାରଳାଖେମୁଣ୍ଡି, ଏବଂ ଭୁବନେଶ୍ୱରର ବସୁନ୍ଧରାର ମିଳିତ ଆନୁକୂଲ୍ୟରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନର ସମ୍ମିଳନୀ କକ୍ଷରେ ଜଙ୍ଗଲ ଅଧିକାର ଆଇନ (ଫରେଷ୍ଟ ରାଇଟ ଆକ୍ଟ), ୨୦୦୬ କାର୍ଯ୍ୟାନ୍ୱୟନ ଉପରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ Continue Reading
Odisha News
ଭଦ୍ରକ, ୧୫/୭ : ଭଦ୍ରକ ସହରରେ ଥିବା ସାଳନ୍ଦୀ ହସ୍ପିଟାଲରେ ଚଢଉ । ବେଆଇନ ଭାବେ ଲିଙ୍ଗ ନିରୂପଣ ଅଭିଯୋଗ ପାଇ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଅତିରିକ୍ତ ଜିଲ୍ଲାପାଳ କାର୍ତିକ ମଣ୍ଡଳ, ସିଟି ଡିଏସପି ଅନିଲ ପ୍ରଧାନ, ଭେଷଜ ନିରୀକ୍ଷକ ଦୀପକ କୁମାର ଜେନା ଏବଂ ଦୀପ୍ତି ରଞ୍ଜନ ମହାପାତ୍ରଙ୍କ ଅଧକ୍ଷତାରେ ଗଠିତ ଟିମ ଅତର୍କିତ ଭାବେ ଚଢ଼ାଉ କରିଛନ୍ତି ।ଚଢ଼ଉ ବେଳେ ବେଆଇନ ଭାବେ ଅଲଟ୍ରାସାଉଣ୍ଡରେ ଲିଙ୍ଗ ନିରୂପଣ କରାଯାଉଥିବା ଟିମ୍ ଦେଖିବାକୁ […]Continue Reading
Odisha News
ଭୁବନେଶ୍ୱର,୧୫/୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ।ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।ସୃଷ୍ଟି ହୋଇଥିବା ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୫/୭: ମଙ୍ଗଳବାର ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ ତମ ଶ୍ରାଦ୍ଧ ଉତ୍ସବ ଅବସରରେ ଖୋରଧା ଜିଲ୍ଲା ବାଣପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଆଇନ ସଚେତନତା ସଭା ଆୟୋଜିତ ହୋଇଯାଇଛି ।ବାଣପୁର ତାଲୁକ ଆଇନ ସେବା ସମିତିର ସହଯୋଗରେ ଆୟୋଜିତ ସଭାରେ ମୁଖ୍ୟ ଅତିଥିଭାବେ ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୪/୭:ଖୋରଧା କ୍ରିକେଟ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ବି ଜେ ବି ହାଇସ୍କୁଲ ମିନି ଷ୍ଟାଡିୟମ ଠାର ପ୍ରଥମ ଖୋରଧା ପ୍ରିମିୟର ଲିଗ କ୍ରିକେଟ କାର୍ଣ୍ଣିଭାଲ ର ଫାଇନାଲ ମ୍ୟାଚ ରେ ଜଟଣୀ ଆନ ଇଣ୍ଡିଆନ ଚ୍ୟାଲେଞ୍ଜର୍ସ ଇଗଲ ଇଂଭିନ୍ସିବିଲ ଖୋରଧା କୁ ୭ ରନ ରେ ପରାସ୍ତ କରି ଚମ୍ପିୟାନ ହୋଇଛନ୍ତି ।ଜଟଣୀ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ୫ ୍ୱିକେଟ ହରାଇ ୧୩୫ ରନ ସଂଗ୍ରହ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୭ : ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଏବଂ ଜିଲ୍ଲା ମଙ୍ଗଳ ବିଭାଗ ର ମିଳିତ ଉଦ୍ୟମରେ ଶିକ୍ଷାର ଗୁଣବତ୍ତା ଏବଂ ଆଦିବାସୀ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପକୁ ଆଜି ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ ରେ ଦୁଇଟି ପ୍ରମୁଖ ପଦକ୍ଷେପ – \’ସଂକଳ୍ପ: ବିଦ୍ୟାଳୟ ଉତ୍କର୍ଷତା\’ ଏବଂ Continue Reading