Home Archive by category Odisha News (Page 69)

Odisha News

Odisha News
ଭୁବନେଶ୍ୱର,୩/୧୨: ଓଡ଼ିଶା ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ମୋଟା ଅର୍ଥ ନେଇଛନ୍ତି। ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି ମାଧୁରୀ। ବିମାନ ସହ ରହିବା ଓ ଖାଇବା ଖର୍ଚ୍ଚ ଅଲଗା ନେଇଛନ୍ତି। ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଉତ୍ତର ରଖିଛନ୍ତି।ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର‌୍ୟ୍ୟକ୍ଷମ ଅଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୨ : ସ୍ଥାନୀୟ କଚେରୀ ଖେଳ ପଡିଆଠାରେ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ୍ ଦ୍ୱାରା ଆୟୋଜିତ ବିଂଶତମ ବୌଦ୍ଧ ପୁସ୍ତକମେଳା ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି ।ଏଥିରେ ମୁଖ୍ୟଅତିଥିଭାବେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକ ଓ ସମ୍ମାନୀତ ଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ ଯୋଗଦେଇ ଫିତାକାଟି ପୁସ୍ତକମେଳାକୁ ଉଦଘାଟନ କରିଥିଲେ ।ମା’ଭୈରବୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୮/୧୧ : (ଶୁକ୍ରବାର )ସକାଳ ୯ ଘଟିକା ସମୟରେ ବୌଦ୍ଧ ଟାଉନ ହଲ ଠାରୁ ସଡକ ଦୁର୍ଘଟଣା କ୍ଷେତ୍ରରେ ଶୁନ୍ ମୃତାହତ ପକ୍ଷ ପାଳନ ଅବସରରେ ଏକ ପଦଯାତ୍ରାର ଶୁଭାରମ୍ଭ ହୋଇ ଯାଇଛି ।ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସବୁଜ ପତାକା ଦେଖାଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ […]Continue Reading
Odisha News
ପୁରୀ, ୨୮/୧୧: ଦେଶର ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁରି ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।ସେ ତାଙ୍କ ଏକ ପୋଷ୍ଟରେ ଏଭଳି ଏକ ଟିପ୍ପଣୀ ଦେଇ କହଛନ୍ତି ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ ଏବଂ ତା ସହ ସେମାନେ Continue Reading
Odisha News
ଭୁବନେଶ୍ୱର, ୨୮/୧୧ : ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ଶୀତକାଳିନ ଅଧିବେଶନର ଦ୍ବିତୀୟ ଦିନରେ ଶୁକ୍ରବାର ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମୁଖ୍ୟମନ୍ତ୍ରୀ। ଚଳିତ ଆର୍ଥିକ ବର୍ଷରେ ୧୭,୪୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି।ଅତିରିକ୍ତ ବଜେଟ ଆଗତ ପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବି ରଖାଯାଇଛି। ସରକାରୀ ଯୋଜନା, Continue Reading
Odisha News
ଭୁବନେଶ୍ୱର,୨୮/୧୧ : ରାଜ୍ୟରେ ୨୦ କିମ୍ବା ତା’ଠାରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟଗୁଡ଼ିକୁ ପୁନଃ ଖୋଲାଯିବ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ ଗୁରୁବାର ସ୍ପଷ୍ଟ କରିଛନ୍ତି। ବିଧାୟକ ପ୍ରସନ୍ନ ଆଚାର‌୍ୟ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବା ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ ରାଜ୍ୟରେ ଯେଉଁ ସରକାର ଥିଲା, ସେମାନେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ଅନେକ ବିଦ୍ୟାଳୟକୁ ବନ୍ଦ କରି ଦେଇଥିଲେ। ମାତ୍ର, ବର୍ତ୍ତମାନର ସରକାର Continue Reading
Odisha News
ଭୁବନେଶ୍ୱର, ୨୮/୧୧ : ଗାଡ଼କଣରେ ବୋମା ମାଡ଼। କେନ୍ଦ୍ରୀୟ ବିଦ୍ୟାଳୟ ମେନ୍ ଗେଟ୍ ଆଗରେ ଫୁଟିଲା ବୋମା। ୩ ନମ୍ବର ଗେଟ ସମ୍ମୁଖରେ ଫୁଟିଲା ବୋମା। ବୋମା ବିସ୍ଫୋରଣରେ ଥରିଲା ସ୍ଥାନୀୟ ଅଞ୍ଚଳ ଓ ସ୍କୁଲ। ସକାଳ ୮ ବେଳେ ଫୁଟିଲା ବୋମା। ଦୃର୍ବୃତ୍ତ ମାନେ ଅନ୍ୟ ଆଡ଼େ ନେଇ ଯାଉଥିବା ବେଳେ ଘଟିଛି ଅଘଟଣ।ଘଟଣା ସ୍ଥଳରେ ମଞ୍ଚେଶ୍ୱର୍ ପୋଲିସର ଛନଭିନ୍। କିଛି ବଡ ଅପରାଧ ପାଇଁ ବିସ୍ଫୋରକ ନେଇ ଯାଉଥିବା ଅନୁମାନ କରିଛି ପୋଲିସ। କିଏ […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୨୭/୧୧ : ଆଜି ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ପୋଲିସ ଜଲେଶ୍ୱର ତହସିଲ୍ ଅଧୀନ ଚାଲନ୍ତି ଅଞ୍ଚଳରେ ଅବୈଧ ବାଲି ଉତ୍ଥାନ ଓ ପରିବହନ ବିରୋଧରେ ଏକ ଅକସ୍ମାତ୍ ଚଢ଼ଉ କରିଛନ୍ତି।ଏହି ଯୁଗ୍ମ ଅଭିଯାନର ନେତୃତ୍ୱ କରିଛନ୍ତି କଳେକ୍ଟର ଶ୍ରୀ ସୂର‌୍ୟ୍ୟବଂଶୀ ମୟୂର ବିକାଶ, ଏସ୍.ପି. ଶ୍ରୀ ପ୍ରତ୍ୟୁଷ ଦିବାକର, ଉପ ଜିଲ୍ଲାପାଳ ଶ୍ରୀ ଶିଭ ମାଳବିୟ ଓ ଡି ଏସ ପି ସିଟି ମନିଷା ଶୌଗୁନ୍। ତହସିଲଦାର, ଜଲେଶ୍ୱର ଶ୍ରୀ ସତ୍ୟଜିତ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୧୧ : (ଗୁରୁବାର) ଦିନ ସକାଳ ୯ ଘଟିକା ସମୟରେ ବୌଦ୍ଧ ସହର ମର୍ଜାକୁଦ ନିକଟରେ ଥିବା ମହାନଦୀ ପରିବେଷ୍ଟିତ କୁଲାରୀ କୁଦକୁ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଏବଂ ଟିମ । ଆଜି ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହ ପ୍ରସ୍ତାବିତ ଇକୋ ଟୁରୀଜମ ପାଇଁ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରି ଭିତ୍ତିଭୂମି ଅନୁଧ୍ୟାନ କରିଛନ୍ତି ।ପରିଦର୍ଶନ ସମୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୭/୧୧ : ରାଜ୍ୟବ୍ୟାପୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ କଳା ବ୍ୟାଚ ପରିଧାନ କରି ୧୩ ଦଫା ଦାବିରେ ଆନ୍ଦୋଳନ ଥିବା ବେଳେ କନ୍ଧମାଳ ଜିଲ୍ଲାର ସମସ୍ତ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟ ଗୁଡ଼ିକରେ ମଧ୍ୟ ଏହାର ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି ।ସେହିଭଳି ବାଲିଗୁଡ଼ା ଦଣ୍ଡପଦର ସ୍ଥିତ ଥିବା ଆଦର୍ଶ ବିଦ୍ୟାଳୟର ଶିକ୍ଷକ ସଂଘ ତତ୍ ସହିତ କର୍ମଚାରୀ ମଧ୍ୟ କଳା ବ୍ୟାଚ ପିନ୍ଧି କାର୍ଯ୍ୟ Continue Reading