Home Archive by category Odisha News (Page 72)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୩ : (ଶୁକ୍ରବାର) ଦିନ ଅପରାହ୍ନ ଘ ୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ହରଭଙ୍ଗା ବ୍ଲକ ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ।ସେଠାରେ ପହଞ୍ଚି ଡାକ୍ତର ଖାନାର ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ ଓ ଚିକିତ୍ସକ୍ଷ ସୁବିଧା ସୁଯୋଗ ନେଇ ରୋଗୀ ମାନଙ୍କ ସହ ୱାର୍ଡ ରେ ଆଲୋଚନା କରିଥିଲେ । ପରେ ଡିଗ୍ରୀ ମହାବିଦ୍ୟାଳୟ ନିକଟରେ ନିର୍ମାଣାଧିନ ଡାକ୍ତରଖାନା କୋଠାର ଅଗ୍ରଗତି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୪/୩ : ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଜଟଣୀରେ ଶୁକ୍ରବାର ଜାତୀୟ ଶିକ୍ଷାନୀତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ଭବିଷ୍ୟତ ଗଠନରେ ଶିକ୍ଷକଙ୍କ ଗୁରୁତ୍ବପୂର୍ଣ ଭୂମିକା ରହିଛି ବୋଲି କହିଥିଲେ ।ଶିକ୍ଷା ବ୍ୟକ୍ତି ,ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ମୁଖ୍ୟ ଭୂମିକା ନିଭାଇଥାଏ। ଶିକ୍ଷକ ମାନେ Continue Reading
Odisha News
ଭୁବନେଶ୍ୱର,୧୪/୩ : ଦିନକ ପରେ ରାଜ୍ୟସଭା ନିର୍ବାଚନ । ରାଜ୍ୟ ରାଜନୀତି ଏବେ ଉଠୁଛି ପଡୁଛି । ଚାଲିଛି ଆରୋପ, ପ୍ରତ୍ୟାରୋପ ଲଢେଇ ।କିଏ କହିଲାଣି ଆମ ବିଧାୟକ ଫୋନ୍ ଉଠାଉନାହାନ୍ତି, ତ ଆଉ କିଏ କହିଲାଣି .. ତାଙ୍କ କଥା ଆମକୁ କାଇଁ ପଚାରୁଛ। ଆଉ ଏବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜେପି ଦଳକୁ ଟାର୍ଗେଟ କରିଛନ୍ତି ।ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆଗକୁ ରାଜ୍ୟସଭା ନିର୍ବାଚନ । ଏହାପୂର୍ବରୁ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪/୩ : ପିସିସି ସଭାପତି ଶ୍ରୀ ଭକ୍ତଚରଣ ଦାସଙ୍କ ଆହ୍ୱାନ କ୍ରମେ ଜାଳେଣି ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ନେତୃତ୍ୱରେ ସ୍ଥାନୀୟ ଓଡଗାଁ ଛକ ଠାରେ କଂଗ୍ରେସ କାର୍ଯ୍ୟକର୍ତ୍ତା ମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିତ୍ୟବ୍ୟବହାର୍ଯ୍ୟ ଗ୍ୟାସ ସିଲିଣ୍ଡର ପିଛା ୬୦ ଟଙ୍କା ବୃଦ୍ଧି କରି ହାଣ୍ଡିଶାଳରେ ଚଡକ ପକାଇଛନ୍ତି ବୋଲି ଡିସିସି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା ପାଟଖଣ୍ଡା ଠିକାଦାର ସଂଘ ର ଏକ ବୈଠକ ସଭାପତି ସ୍ଵପ୍ନେଶ୍ଵର ସାହୁ ଙ୍କ ଅଧ୍ୟକ୍ଷତା ରେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଠିକାଦାର ମାନଙ୍କ ବିଭିନ୍ନ ଠିକା କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଛି । କନ୍ଧମାଳ ଜିଲ୍ଲା ବିଭିନ୍ନ ସରକାରୀ କାର୍ଯ୍ୟ ଗୁଡିକ ରେ ଠିକା କାର୍ଯ୍ୟ ସଂଘ ର ଅନୁମତି ବିନା ଅନ୍ୟ ଜିଲ୍ଲା ଠିକାଦାର ମାନଙ୍କୁ […]Continue Reading
Odisha News
ଭୁବନେଶ୍ବର, ୧୩/୩ : ଚାଷୀ ହେଉଛନ୍ତି ଆମ ସମାଜର ମେରୁଦଣ୍ଡ ଏବଂ ଆମ ଅର୍ଥନୀତିର ପ୍ରକୃତ ସାରଥି। “ଜୟ କିଷାନ”ର ନାରାକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଓ ଆମ ସରକାର ସଦାସର୍ବଦା ଚେଷ୍ଟିତ। ଚାଷୀମାନଙ୍କର ଉନ୍ନତି ବିନା ଦେଶ କିମ୍ବା ରାଜ୍ୟର ବିକାଶ ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୨ ତମ ପିଏମ୍ କିଷାନ ଉତ୍ସବ ଦିବସରେ କୃଷକ ସମ୍ମାନ ନିଧି ପ୍ରଦାନ କାର୍ଯ୍ୟକ୍ରମ ଅବସରରେ ଓୟୁଏଟି ସ୍ଥିତ କୃଷି ଶିକ୍ଷା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୩/୩ : ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରାଜୀବ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରନ୍ଧନଗ୍ୟାସ ଦରବୃଦ୍ଧି ଏବଂ ଏହାର ସାଙ୍ଘାତିକ ଅଭାବ ପ୍ରତିବାଦରେ ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା ।ଜିଲ୍ଳା କଂଗ୍ରେସ ପକ୍ଷରୁ ଏକ ସ୍ମାରକପତ୍ର ଏଡିଏମ, ଖୋର୍ଦ୍ଧାଙ୍କୁ ପ୍ରଦାନ କରାଯାଇଥିଲା । ଏହି ଅବସରରେ ଜିଲ୍ଳା କଂଗ୍ରେସ ସଭାପତି ଶ୍ରୀ Continue Reading
Odisha News
ଭୁବନେଶ୍ୱର, ୧୩/୩ : ଏଣିକି ସମସ୍ତ ଛାତ୍ରଛାତ୍ରୀ ସୁସ୍ଥ ରହିବେ । ଆସନ୍ତା ଶିକ୍ଷା ବର୍ଷରୁ ପିଲାଙ୍କୁ ଶାରୀରିକ ଶିକ୍ଷା ଦିଆଯିବ । ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶାରୀରିକ ଶିକ୍ଷା ମିଳିବ । ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।ମନ୍ତ୍ରୀଙ୍କ ସୂଚନା ମୁତାବକ, ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶାରୀରିକ ତାଲିମ ଦିଆଯିବ ।ଏବେ ଡିଜିଟାଲ୍ କ୍ଲାସରୁମ୍‌ରେ ଇ-କଣ୍ଟେଣ୍ଟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୩ : ଗୁରୁବାର ସନ୍ଧ୍ୟାରେ ମିଶନ ଶକ୍ତି ବିଭାଗ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧ ଙ୍କ ମିଳିତ ଆନୁକୂଲ୍ୟରେ ଜ଼ିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ର ସପ୍ତମ ସନ୍ଧ୍ୟା ର କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।ଏହି ମେଳା ମାର୍ଚ୍ଚ ୬ ତାରିଖ ଠାରୁ ଆରମ୍ଭ ହୋଇ ୧୨ ମାର୍ଚ୍ଚ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେଉଥିଲା ।ଏହି ଉପଲକ୍ଷେ ମୋଟ ୧୨୦ ଟି ଷ୍ଟଲ ଖୋଲା ଯାଇଥିଲା । ଲକ୍ଷପତି […]Continue Reading
Odisha News
ଅନୁଗୁଳ, ୧୨/୩ : ଅନୁଗୁଳ ବନ୍ତଳା ଛକରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବନ୍ତଳା ଛକର ରାସ୍ତାପାର୍ଶ୍ୱରେ ଥିବା ଏକ ହୋଟେଲ ଭିତରେ ଚାରୋଟି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବା ପରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି।ବିସ୍ପୋରଣ ହେବ ମାତ୍ରେ ଉକ୍ତ ଦୋକାନ ସଂପୂର୍ଣ୍ଣ ଜଳିପଡ଼ି ପାଉଁଶ ହୋଇଯାଇଛି। ଏହା ସହିତ ସମ୍ପୂର୍ଣ୍ଣ ମାର୍କେଟ ଜଳିଯାଉଛି। ପାଖାପାଖି ୨୦ରୁ ଅଧିକ ଦୋକାନ ନିଆଁରେ ପୋଡ଼ିଯିବା ସହ ବଜାରରେ ଏକପ୍ରକାର ଆତଙ୍କ ଖେଳିଯାଇଛି।ମିଳିଥିବା ସୂଚନା ଅନୁସାରେ Continue Reading