Home Archive by category Odisha News (Page 73)

Odisha News

Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୯/୨ : ନୟାଗଡ଼ ଜିଲ୍ଲାର ଗୁଟଖା ମାଫିଆ କମଳ ସାହୁ ଉପରେ ପୁଲିସ ପ୍ରଭାବ ବେଶ ଭାରି ହୋଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କ ନିର୍ଦ୍ଦେଶରେ ଚାଲିଥିବା ଗୁଟଖା ଚଢ଼ାଉରେ ପୁଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି । ଜେଲରେ ରହିଥିବା ଅଭିଯୁକ୍ତ କମଳ ସାହୁର ୩ଟି ଗୁଟଖା ବୋଝେଇ ଗାଡ଼ିକୁ ପୁଲିସ ଜବତ କରିଛି ।ନୟାଗଡ଼ ସଦରଥାନା ପୁଲିସ ଖବର ପାଇ ଖୁଣ୍ଟୁବନ୍ଧ ଗ୍ରାମ ନାରାୟଣୀ ମନ୍ଦିର […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୨ : ସେଞ୍ଚୁରିଆନ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟ, ପାରଳାଖେମୁଣ୍ଡି ରେ ୪ର୍ଥ ଉତ୍କଳ କୃଷି ମେଳା ୨୦୨୬ ଆସନ୍ତା ୧୧–୧୨ ଫେବୃଆରୀ ୨୦୨୬ ତାରିଖରେ ଆୟୋଜିତ ହେବାକୁ ଯାଉଛି।ଏହି କୃଷି ମେଳାର ଉଦଘାଟନ କରିବେ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ , ମାନ୍ୟନୀୟ ରାଜ୍ୟମନ୍ତ୍ରୀ (ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ) , ଓଡ଼ିଶା ସରକାର।ଏହି ଅବସରରେ ଶ୍ରୀ ଇଂ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୨ : ପଦପଦବୀର ଗାରିମାଠାରୁ ଦୂରରେ ରହି ଜଣେ ସ୍ନେହୀ ଅଭିଭାବକ ସାଜିଲେ ଜିଲ୍ଲାପାଳ। ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୂତି ଭୂଷଣ ନାୟକ ନିଜ ଜନ୍ମଦିନକୁ ଆଡମ୍ବରପୂର୍ଣ୍ଣ ଭାବେ ପାଳନ ନକରି ବୀରନରସିଂହପୁର ବାଲାଶ୍ରମର ପିଲାଙ୍କ ସହ ସମୟ ଅତିବାହିତ କରିଛନ୍ତି।ବାଲାଶ୍ରମ ଶିଶୁଙ୍କ ମୁହଁରେ ହସ ଫୁଟାଇବା ପାଇଁ ସେ ସେମାନଙ୍କ ସହ କେକ୍ କାଟିବା ସହ ଚକଲେଟ୍ ଓ ଖାଦ୍ୟ ବଣ୍ଟନ କରିଥିଲେ। ପରେ ପିଲାଙ୍କ ଗହଣରେ ନିଜେ ବସି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୨ : ନୟାଗଡ଼ ପୋଲିସ ଦ୍ୱାରା ଆୟୋଜିତ ଛାତ୍ର ଛାତ୍ରୀମାନଙ୍କ ସୃଜନାତ୍ମକ କାର୍ଯ୍ୟକ୍ରମ କଳିକା -୨ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ନୟାଗଡ଼ ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଷଷ୍ଠ ରୁ +୩ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ।ପ୍ରତିଭା ର ଉନ୍ମେଷ ଓ ବିକାଶ ଆଧାରିତ ଏହି କାର୍ଯ୍ୟକ୍ରମରେ ରଙ୍ଗୋଲି, କୁଇଜ, ସାଧାରଣ ଜ୍ଞାନ, ମୂକାଭିନୟ, ଲୋକ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୮/୨: ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡମାନତିର ସ୍ଥିତ ମା ରାମଚଣ୍ଡୀ ଙ୍କ ପବିତ୍ର ପୀଠରେ ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିଅନର ସାଧାରଣ ପରିଷଦ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ସଭାପତି ତପନ କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ପୂର୍ବତନ ରାଜ୍ୟ ସମ୍ପାଦକ ପ୍ରସନ୍ନ କୁମାର ପାଇକରାୟ ଯୋଗଦେଇ ଜିଲ୍ଲା ସଂଗଠନର କାର୍ଯ୍ୟପନ୍ଥା ସମ୍ପର୍କରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୨ : ବିଜ୍ଞାନ ଏବଂ ଗଣିତ ଶିକ୍ଷା ପଦକ୍ଷେପର ଉଦାହରଣୀୟ କାର‌୍ୟ୍ୟାନ୍ୱୟନ ପାଇଁ ଭୁବନେଶ୍ୱର ଠାରେ ଖାନ ଏକାଡେମୀ ଇଣ୍ଡିଆ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ “ଷ୍ଟେମ ଉତ୍କର୍ଷତା” ସମ୍ବର୍ଦ୍ଧନା ସମାରୋହରେ ଗଜପତି ଜିଲ୍ଲାକୁ ଓଡ଼ିଶାର ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା ମଧ୍ୟରୁ ଗୋଟିଏ ଭାବରେ ସ୍ୱୀକୃତି ମିଳିଛି।ଜିଲ୍ଲା ପ୍ରଶାସନ , ଶିକ୍ଷକ ଏବଂ ଶିକ୍ଷାଗତ ସହାୟତା ଦଳଗୁଡ଼ିକର ସାମୂହିକ ପ୍ରୟାସକୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୨ : ପିଏମଶ୍ରୀ ବାବା ବୈଦ୍ୟନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ, ସରସରାର ବାର୍ଷିକ କ୍ରୀଡା ଉତ୍ସବ, ବିଦ୍ୟାଳୟର ନିଜସ୍ୱ ଖେଳପଡିଆରେ ଆରମ୍ଭ ହୋଇଛି ।ଅଦ୍ୟ ୦୭/୦୨/୨୦୨୬ରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୟ କୁମାର ଭୋଇ ଯୋଗ ଦେଇ ପାଠ ସହ ଖେଳକୁଦ ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ ।ଅନ୍ୟତମ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଜିଲ୍ଲା କ୍ରୀଡା ଅଧିକାରୀ ଦାୟିତ୍ୱରେ ଥିବା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୮/୨: ନିରାକାରପୁର ଥାନା ପୁଲିସକୁ ମିଳିଛି ବଡ ସଫଳତା। ପୁଲିସ ବାଇକ ଚୋରି ରାକେଟର କରିଛି ପର୍ଦ୍ଦାଫାସ। ବାଇକ୍ ଚୋରି ର ମୁଖ୍ୟ ଅଭିଯୁକ୍ତ , ୨ ଜଣ କ୍ରେତା ଏବଂ ଜଣେ ସ୍କ୍ରାପ୍ ଡିଲର ସମେତ ୫ ଜଣଙ୍କୁ ଗିରଫ କରିଛି ପୁଲିସ। ଗିରଫ ହୋଇଥିବା ୫ ଜଣ ହେଲେ ଜଙ୍କିଆ ଥାନା ସିକୋ ଗ୍ରାମର ମୁଖ୍ୟ ଅଭିଯୁକ୍ତ ସନାତନ ପ୍ରଧାନ (୨୦), ଚୋରା ଗାଡି ରଖିଥିବା ଗୌଡ଼ିଆପଡ଼ା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୨: ବ୍ରହ୍ମପୁର ସ୍ଥିତ ଆଇ ଏସ ଆର ଡି ଓ କ୍ରାନ୍ତି ର ମିଳିତ ସହଯୋଗରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ମାଗଣା କର୍କଟ ନିରୂପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି।ଏହି ଶିବିରକୁ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନନାଗା ଉଦଘାଟନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୨ : ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସ ସଭାପତି ଶ୍ରୀ ମଲ୍ଲୀକାର୍ଜୁନ ଖର୍ଗେ ଜୀ ଙ୍କ ନିର୍ଦ୍ଦେଶ କ୍ରମେ ଦେଶବ୍ୟାପୀ ମନରେଗା ବଞ୍ଚାଓ ଆନ୍ଦୋଳନ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନରେଗା ବଞ୍ଚାଓ, ଟାଟା ପାୱାର ମନମାନୀ ଓ ଚାଷୀ ଶୋଷଣ ପ୍ରତିବାଦରେ, ଧାରଣା ଓ ବିକ୍ଷୋଭ କରାଯାଇ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କୁ Continue Reading