ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୨/୭ : ପୂର୍ବତଟ ରେଳପଥ ଅନ୍ତର୍ଗତ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଚଳିତ ଆର୍ଥିକ ବର୍ଷ ୨୦୨୬-୨୭ ର ପ୍ରଥମ ତ୍ରୈମାସିକ (ଅପ୍ରେଲ-୨୦୨୬ ରୁ ଜୁନ୍-୨୦୨୬) ମଧ୍ୟରେ ଟିକେଟ ଯାଞ୍ଚ ପ୍ରକ୍ରିୟାରୁ ସର୍ବକାଳୀନ ରେକର୍ଡ ସଂଖ୍ୟକ ୧୫.୬୩ କୋଟି ଟଙ୍କା ରାଜସ୍ୱ ଆଦାୟ କରି ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛି। ଏହି ଅବଧି ମଧ୍ୟରେ ବିନା ଟିକେଟ ଯାତ୍ରା, ଅନିୟମିତ ଯାତ୍ରା ଏବଂ ବିନା ବୁକିଂରେ ସାମଗ୍ରୀ ପରିବହନ କରୁଥିବା ପ୍ରାୟ Continue Reading




