ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୨/୧୦ : ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ ୩.୦ ଅକ୍ଟୋବର ୧୦ ତାରିଖରୁ ଡିସେମ୍ବର ୯ ତାରିଖ ପର୍ୟ୍ୟନ୍ତ ୬୦ ଦିବସ ବ୍ୟାପୀ ଜିଲ୍ଲାରେ ସଚେତନତା ଅଭିଯାନର ବିଭିନ୍ନ କାର୍ୟ୍ୟକ୍ରମ ନିମନ୍ତେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରଞ୍ଜନ ମିତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ Continue Reading




