Home Archive by category Odisha News (Page 76)

Odisha News

Odisha News
କେନ୍ଦୁଝର, ୧୮/୧୧ : ଆଜି ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ କେନ୍ଦୁଝର ଜିଲା ବନ୍ଦ ଡ଼ାକରା ଦିଆଯାଇଛି। ସକାଳୁ ଜିଲ୍ଲାରେ ଅତ୍ୟାବଶ୍ୟକ ସେବା ଛାଡ଼ି ଦୋକାନ, ବଜାର, ସ୍କୁଲ୍, କଲେଜ, ଯାନବାହାନ ଚଳାଚଳ ବନ୍ଦ ରହିଛି । ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର କରିବା ଦାବିରେ ବନ୍ଦ ଡ଼ାକରା ଦିଆଯାଇଛି। କେନ୍ଦୁଝର ସହର, ଚମ୍ପୁଆ, ଯୋଡ଼ା, ବଡ଼ବିଲ, ପାଟଣା, ଘସିପୁରା, ଆନନ୍ଦପୁର ଆଦି Continue Reading
Odisha News
ଭୁୁବନେଶ୍ୱର,୧୮/୧୧ : ଅଫେରା ରାଇଜକୁ ଚାଲିଗଲେ ସୁନାମଧନ୍ୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଆଉ ନିରବି ଯାଇଛି ପ୍ରତିଟି ଯୁବ ପିଢିର ହୃଦୟରେ ସ୍ୱତନ୍ତ୍ର ହାସଲ କରିଥିବା ହ୍ୟୁମାନଙ୍କ ସୁମଧୁର ସ୍ୱର । ଜୀବନ ମରଣ ସହ ସଂଘର୍ଷ କରିବା ପରେ ଶେଷରେ ସୋମବାର ରାତି ପ୍ରାୟ ୯ଟା ୮ ମିନିଟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ।ତାଙ୍କ ବିୟୋଗରେ ପୂରା ରାଜ୍ୟରେ ଶୋକର ଲହରି ଖେଳି ଯାଇଛି । ହ୍ୟୁମାନଙ୍କ ଦେହାନ୍ତକୁ ନେଇ ବିବାଦ ମୁଣ୍ଡ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୮/୧୧ : ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂ ଶାସିତ ମହାବିଦ୍ୟାଳୟ ଆନୁକୂଲ୍ୟରେ ସ୍ବାଧୀନତା ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀ ଏବଂ ପ୍ରାଣନାଥ ସଙ୍ଗୀତ ସମ୍ମାନ ସମାରୋହ କ୍ୟାମ୍ପସ ପରିସରରେ ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ପୂର୍ବତନ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟ ଅତିଥି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୭/୧୧: ଓଡିଶା ସାମ୍ବାଦିକ ୟୁନିୟନ(ଓୟୁଜେ) ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ସ୍ଥାନୀୟ ଭଗବାନ ଭିଲ୍ଲା ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସାଧାରଣ ସମ୍ପାଦକଲୋହିତ ନାରାୟଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ ବେହେରା ଯୋଗ ଦେଇ କହିଥିଲେ ଗଣମାଧ୍ୟମ ଗଣତନ୍ତ୍ରର ସୁରକ୍ଷା କବଚ,ଜନମତ ହେଉଛି Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୭/୧୧ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ରସୁଲପୁର ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର Continue Reading
Odisha News
ଭୁବନେଶ୍ୱର, ୧୭/୧୧: ନୂଆପଡା ଉପନିର୍ବାଚନର ଫଳାଫଳ ଆସିବା ପରେ ଏବେ ରାଜ୍ୟର ବିଜେପି ସରକାର ବୋର୍ଡ ନିଗମ ନିଯୁକ୍ତି ନେଇ ପ୍ରକ୍ରିୟା ଜୋରଦାର କରିଛନ୍ତି ।କାରଣ ସରକାରଙ୍କୁ ୧୫ ମାସରୁ ଅଧିକ ସମୟ ଅତିବାହିତ ହୋଇଥିଲେ ବି ଏ ପର୍ଯ୍ୟନ୍ତ ବୋର୍ଡ ନିଗମ ନିଯୁକ୍ତି ହୋଇ ନାହିଁ । ଏହା ମଧ୍ୟରେ ସୋମବାର ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମାର ଖୁବ ଶୀଘ୍ର ବୋର୍ଡ ନିଗମ ନିଯୁକ୍ତି ହେବ ବୋଲି ସୂଚନା ଦେଇଛନ୍ତି ।ସେ କହିଛନ୍ତି, […]Continue Reading
Odisha News
ଜଗତସିଂହପୁର, ୧୭/୧୧ : ସନ୍ଦିଗ୍ଧ ‘ବାଂଲାଦେଶୀ’ଙ୍କ ଘର ଭାଙ୍ଗିଲା ପ୍ରଶାସନ। ସଦର ଥାନା ବେହେରାମପୁର ବସ୍ତିରେ ଘର ଉପରେ ବୁଲିଲା ବୁଲ୍‌ଡୋଜର। ମାଜିଷ୍ଟ୍ରେଟ୍ ଓ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଭଙ୍ଗାଗଲା ୧୦ ବଖରା ଘର ।ରବିବାର ରାତିରେ ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ତରିକୁନ୍ଦ ଅଞ୍ଚଳର ବେହେରାମପୁର ଏକ ବସ୍ତିରେ ଜଗତସିଂହପୁର ପୋଲିସର ଚଢ଼ାଉ ବେଳେ ଦୁଇ ସନ୍ଦିଗ୍ଧ ବାଂଲା ଦେଶୀ ଅଟକ ରହିଥିଲେ । ପୋଲିସର ଚଢ଼ାଉ ସମୟରେ ପୋଲିସ ଓ Continue Reading
Odisha News
ଭୁବନେଶ୍ୱର, ୧୭/୧୧: ଜାଡରେ ଥରୁଛି ସାରା ଓଡିଶା । ଉପକୂଳରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାରଦ ଖସିବାରେ ଲାଗିଛି । ଯାହା ଫଳରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ଆଉ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା ।କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ବର ଓ କଟକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୧୧ : ରବିବାର ଦିନ ୨ ଘଟିକା ସମୟରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବୌଦ୍ଧ ଜିଲ୍ଲାରୁ ଉଜ୍ଜୟିନୀ ଅଭିମୁଖେ ଯାତ୍ରା ଉପଲକ୍ଷେ ବୌଦ୍ଧରୁ ବ୍ରହ୍ମପୁର କୁ ଦୁଇଟି ବସରେ ଯାଉଥିବା ୫୫ ଜଣ ତୀର୍ଥ ଯାତ୍ରୀଙ୍କ ଶୁଭାରମ୍ଭ କରାଯାଇଛି ।ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ଅଧିନସ୍ଥ ଦୁର୍ଗାପାଙ୍ଗା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାର ଛାତ୍ରୀମାନଙ୍କ ପାଇଁ ଯୋଗାଇ ଦେଉଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ଆଲୋଚନା ହୋଇଥିଲା ।ଏଥିସହିତ ବିଦ୍ୟାଳୟରେ ପାଠ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର Continue Reading