Home Archive by category Odisha News (Page 78)

Odisha News

Odisha News
କେଉଁଝର, ୨୯/୪ : କେଉଁଝର ଜିଲ୍ଲାର ଏକ ସାଧାରଣ ଘଟଣା ଏବେ ଜାତୀୟସ୍ତରରେ ଚର୍ଚ୍ଚାର ବିଷୟ ହୋଇଛି। ପଟଣା ଅଞ୍ଚଳର ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରୁ ତାଙ୍କ ଅଧିକାରର ଟଙ୍କା ଠିକ ସମୟରେ ମିଳିନଥିବା ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି। ଏହି ଘଟଣା ଜଣେ ସାଧାରଣ ଲୋକଙ୍କ ପାଇଁ କେତେ ବଡ଼ ସମସ୍ୟା ସୃଷ୍ଟି କରିପାରେ, ସେଥିର ଜ୍ୱଳନ୍ତ ଉଦାହରଣ।ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଅଧିକାରର ଟଙ୍କା ପାଇବା ପାଇଁ […]Continue Reading
Odisha News
ନବରଙ୍ଗପୁର,୨୯/୪ : ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ପୋଲିସ ହେପାଜତରେ ରଖିଥିବା ସମୟରେ ଥାନା ଭିତରେ ହିଁ ଆତ୍ମହତ୍ୟା କରିଥିବା ଖବର ମିଳିଛି। ଏହି ଘଟଣା ପରେ ଏବେ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଉଠିଛି ବଡ଼ ପ୍ରଶ୍ନବାଚୀ।ସୂଚନା ଅନୁଯାୟୀ, ମେଦେନା ପଞ୍ଚାୟତ ଅଞ୍ଚଳ ଗ୍ରାମର ଜଣେ ପୂର୍ଣ୍ଣ କଲାର ନାମକ ବ୍ୟକ୍ତିଙ୍କୁ ଏକ ବଳାତ୍କାର ମାମଲାରେ ଦୁଇ ଦିନ ତଳେ ଡାବୁଗାଁ ପୋଲିସ ଗିରଫ କରିଥିଲା। Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୮/୪ : ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଖରିଫ ବର୍ଷ (୨୫-୨୬) ରବି ଋତୁ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି।ଏହି ବୈଠକରେ ଯାଜପୁର ସାଂସଦ ଡ. ରବୀନ୍ଦ୍ର ନାରାୟଣ ବେହେରା, ଜିଲ୍ଲାପାଳ ଅମ୍ବର କୁମାର କରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ।ବୈଠକରେ ୨୦୨୪-୨୫ ଖରିଫ ବର୍ଷ (ରବି)ରେ ଧାନ ସଂଗ୍ରହ ସମ୍ବନ୍ଧୀୟ ତଥ୍ୟ ଉପସ୍ଥାପନ କରାଯାଇଥିଲା। ୨୦୨୪-୨୫ ଖରିଫ ବର୍ଷରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୮/୪ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଏବଂ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା ପ୍ରତିଷ୍ଠାନ, ଓଡ଼ିଆ ଭାଷା, ସାହିତ୍ୟ ଓ ସସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ନେଇ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୮ତମ ଜନ୍ମ ଜୟନ୍ତୀ ମହାସମାରୋହ ରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ବାଲିଗୁଡା ଓକିଲ ସଂଘ ର ସମ୍ପାଦକ ଅନିଲ କୁମାର ଦାସ, ସଭାପତି ଟି.ହରିଶ୍ଚନ୍ଦ୍ର ରାଓ, ଉପସଭାପତି ରାମକୃଷ୍ଣ ଦାସ, କୋଷାଧକ୍ଷ ମାନସ ରଞ୍ଜନ ପଣ୍ଡା, ଆଇନଜୀବୀ କୌଶିକ ସାହୁ, ପଦ୍ମ ଚରଣ ପଣ୍ଡା, ସେକ ସାଦିକ, ସୁରେନ୍ଦ୍ର କୁମାର Continue Reading
Odisha News
ଲେଖକ ଜୟପ୍ରକାଶ ନାୟକଯାଜପୁର, ୨୮/୪ : ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ। ତନ୍ତ୍ର ଓଡ଼ିଶା ନିର୍ମାଣରେ ମଧୁ ବାବୁଙ୍କ ରହିଥିଲା ପ୍ରମୁଖ ଭୂମିକା। ରାଜ୍ୟର ପ୍ରଥମ ବାରିଷ୍ଠର ଭାବେ ମଧ୍ୟ ଦେଶ ବିଦେଶରେ ବେଶ ନାଁ କରିଥିଲେ ମଧୁ ବାବୁ।ଓଡ଼ିଆ ଜାତୀୟତାର ନବଜାଗରଣ ଯଦି ଉତ୍କଳ ଗୌରବ ମଧୁସୂଦନ ଦାସ ଓ ତାଙ୍କ ସହଯୋଗୀମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା କୁହାଯାଏ, ତାହେଲେ ଖୋଜିବାକୁ ପଡ଼ିବ ଏହାର ଆଦି ସୂତ୍ରଧର କିଏ ଏବଂ କେବେଠୁ ଆରମ୍ଭ […]Continue Reading
Odisha News
କଟକ, ୨୮/୪ : ଏସସିବି ମେଡ଼ିକାଲରୁ ୧୪ ଶିଶୁ ନିଖୋଜ ଘଟଣାରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅନୁଧ୍ୟାନ ଆରମ୍ଭ କରିଛି । ଆଜି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟାକ୍ଷା ବବିତା ପାତ୍ରଙ୍କ ସହିତ ଏକ ଟିମ୍ ଏସସିବିରେ ପହଁଚି ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗରେ ରେକର୍ଡ ଯାଞ୍ଚ କରିଛନ୍ତି ।ଅସହାୟ ମହିଳାଙ୍କ ନବଜାତ ମାମଲାରୁ ଶିଶୁ ସୁରକ୍ଷା ଆୟୋଗ ନିଜ ଆଡ଼ୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଆଜି ଅଧ୍ୟକ୍ଷା […]Continue Reading
Odisha News
ଭୁବନେଶ୍ବର, ୨୮/୪ : ବହୁ ଚର୍ଚ୍ଚିତ କେନ୍ଦୁଝରଜିଲ୍ଲା ପାଟଣା ବ୍ଲକ୍ ଅନ୍ତର୍ଗତ ମଲ୍ଲୀପସିସ୍ଥିତ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କରେ ଘଟିଥିବା ଅଭାବନୀୟ ଘଟଣା ନେଇ ଜାତୀୟ ମାନବାଧିକାର କମିସନ (ଏନ୍‌ଏଚ୍‌ଆରସି) ଅବଗତ ହୋଇଛନ୍ତି।ଭଉଣୀର କଙ୍କାଳ କାନ୍ଧରେ ବୋହି ଜିତୁ ମଣ୍ଡଳ ବ୍ୟାଙ୍କରେ ପହଞ୍ଚିବା ଘଟଣାରେ ଏନ୍‌ଏଚ୍‌ଆରସିଙ୍କ ନିକଟରେ ମାମଲା ରୁଜୁ ହୋଇଛି। ତୁରନ୍ତ ଏହି ଘଟଣାର ତଦନ୍ତ ଆରମ୍ଭ ପାଇଁ ଏନ୍‌ଏଚ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ମାନସିକ ଚାପ ପାଇଥିବା Continue Reading
Odisha News
ନୟାଗଡ଼, ୨୮/୪ : ନୟାଗଡ଼ ଖଣ୍ଡପଡ଼ା ରାସ୍ତାର ଖେଡପଡ଼ା ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି ।ମଙ୍ଗଳବାର ସକାଳେ ବସଟି ରାସ୍ତା କଡ଼କୁ ଓଲଟି ପଡ଼ିବା ଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି ।ବେବୀ ନାମକ ଏକ ଘରୋଇ ବସ୍ ରାକମାରୁ ନୟାଗଡ଼ ଅଭିମୁଖେ ଆସୁଥିଲା । ବସରେ ପାଖାପାଖି ୫୦ରୁ ଉଦ୍ଧ୍ୱ ଯାତ୍ରୀ ଥିଲେ । ଖଣ୍ଡପଡ଼ା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୪: ଭାରତ ସରକାରଙ୍କ ବିଜ୍ଞାନ ମନ୍ତ୍ରଣାଳୟର ସହଯୋଗ କ୍ରମେ ଏବଂ ସୋସିଓ କଲଚରାଲ ଡେଭଲପମେଣ୍ଟ ସେଣ୍ଟର , ଓଡ଼ିଶାଙ୍କ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିଆନ୍ ପବ୍ଲିକ ସ୍କୁଲ ଠାରେ “ବିଶ୍ବ ଧରିତ୍ରୀ ଦିବସ” ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପ୍ରଥମ ପର୍ଯ୍ୟାୟରେ ବିଦ୍ୟାଳୟର ପ୍ରାର୍ଥନା ମଣ୍ଡପ ଠାରେ ସମସ୍ତ ଛାତ୍ରଛାତ୍ରୀ ଏବଂ Continue Reading