Home Archive by category Odisha News (Page 81)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧ : (ଶୁକ୍ରବାର )ଦିନ ପୂର୍ବାହ୍ନ ରେ ବୌଦ୍ଧ ସହର ମର୍ଜାକୁଦ ବ୍ରିଜ ଛକ ସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ପରାକ୍ରମ ଦିବସ ଜ଼ିଲ୍ଲା ପ୍ରଶାସନ ଏବଂ ମାଇଁ ଭାରତ ପକ୍ଷ ରୁ ପାଳିତ ହୋଇ ଯାଇଛି ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଓ ମାଇଁ ଭାରତର ସଂଯୋଜକ ଆସମାନ୍ ମହାକୁଡଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧ : ସିଦ୍ଧିଦାତ୍ରୀ ମା ‘ ସରସ୍ବତୀ ଙ୍କ ପୂଜାର୍ଚନା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଯାଇଛି । ସେଥିପାଇଁ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ ପୂଜା ଅନୁଷ୍ଠାନ ଚଳଚଞ୍ଚଳ ହୋଇ ଉଠିଥିଲା। ସମସ୍ତଙ୍କ ମନରେ ଉତ୍ସାହ ଦେଖା ଦେଇଥିଲା ।ସେହିପରି ଆଜିର ଦିନରେ ନୂଆ କରି ପଢା ଆରମ୍ଭ କରୁଥିବା କୁନି ପିଲାମାନେ ମଧ୍ୟ ଖଡ଼ି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୩/୧: ଆସନ୍ତା ୨୦୨୯ ମସିହାରେ ପାଇକ ମହାରଥୀ ବକ୍ସି ଜଗବନ୍ଧୁଙ୍କ ୨୦୦ ବର୍ଷ ପୂର୍ତ୍ତି ପାଳନ କରାଯିବା ପାଇଁ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିବାକୁ ସ୍ଥାନୀୟ ସ୍ବେଚ୍ଛାସେବୀ ସଂଗଠନ ନିୟୁ ଥିଙ୍କିଙ୍ଗ ଫୋରମ ପକ୍ଷରୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଫୋରମର ସଭାପତି ଆଇନଜୀବୀ ନରେନ୍ଦ୍ର ପୃଷ୍ଟିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସ୍ଥାନୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧ : ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ପାଇଁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା Continue Reading
Odisha News
ଭୁବନେଶ୍ବର , ୨୨/୧ : ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ। ଗୁରୁବାର କଟକଠାରେ ଅନୁଷ୍ଠିତ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦିଆଯାଇଛି।ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସ୍ପଷ୍ଟ କରିଛନ୍ତି ଯେ ୨୪ ତାରିଖର ବସ୍ ବନ୍ଦ ଡାକରା ଏବେ ବି ବଳବତ୍ତର ରହିଛି। ପୂର୍ବରୁ ସଂଘର କର୍ମକର୍ତ୍ତାମାନେ କଟକସ୍ଥିତ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (STA) କାର୍ଯ୍ୟାଳୟରେ ପରିବହନ […]Continue Reading
Odisha News
ଆଠଗଡ଼, ୨୨/୧ : ଭିଜିଲାନ୍ସ ଜାଲରେ କଟକ ସଦର ତହସିଲ କଖଡି ରାଜସ୍ୱ ନିରୀକ୍ଷକ ଜାନକୀ ରଞ୍ଜନ ମଲ୍ଲିକ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା କଟକ ଭିଜିଲାନ୍ସ ଟିମ୍ । ଏକ ଜମିବାଡ଼ି ଦାଖଲ ଖାରଜ କେସ୍କୁ ରଫାଦଫା କରିବା ଉଦ୍ଦେଶ୍ୟରେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍ ।ଆଠଗଡ଼ ତହସିଲ ଅନ୍ତର୍ଗତ ବ୍ରଜବିହାରୀପୁର ଗ୍ରାମର ପ୍ରଦୀପ୍ତ ରାଉତଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ […]Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟକାଶୀପୁର, ୨୨/୧ : ଆଦିତ୍ୟ ବିର୍ଲା ଗ୍ରୁପ୍‌ର ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ଏକ ଆଦିତ୍ୟ ଆଲୁମିନା ରିଫାଇନେରୀ, କଂସାରୀଗୁଡ଼ା ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଅବସରରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି ସପ୍ତାହରେ କର୍ମଚାରୀ, ଶ୍ରମିକ, ବ୍ୟବସାୟିକ ସହଭାଗୀ ଓ ସ୍ଥାନୀୟ ଲୋକମାନଙ୍କୁ ସାମିଲ କରାଯାଇ ସଡ଼କ ସୁରକ୍ଷା ସମ୍ପର୍କିତ ସଚେତନତା ସୃଷ୍ଟି କରାଯାଇଥିଲା।କାର୍ଯ୍ୟକ୍ରମରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୨୨/୧: ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି ।ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ କେନ୍ଦ୍ରୀୟ ସୁରକ୍ଷାବାହିନୀ ସିଆରପିଏଫ୍‌, ବିଏସଏଫ୍ ମଳିତ ଭାବେ ଜିଲ୍ଲାର ବିଭିନ୍ନ ନକ୍ସଲ ଏବଂ ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପେରସନକୁ ତୀବ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧: ପୁଣି ଲାଗିଲା ମାଓବାଦୀ ପୋଷ୍ଟର କନ୍ଧମାଳ – ରାୟଗଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ କୋଟଗଡ ବ୍ଲକ ନିକଟସ୍ଥ ତେଲେଙ୍ଗା ପଦର ଛକରେ କିଛି ଦିନର ନୀରବତା ପରେ ପୁଣି ଜିଲ୍ଲା ସୀମାନ୍ତ ରେ ମାଓବାଦୀ ଙ୍କ ଉପସ୍ଥିତି ଜାହିର କରି ମାଓବାଦୀ ମାନେ ବ୍ୟାନର ମାରିଥିବା ଦେଖିବାକୁ ମିଳିଛି ।ବ୍ୟାନରରେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ବୋଲି ଉଲ୍ଲେଖ କରାଯାଇଛି। ରାୟଗଡ଼ା ଜିଲ୍ଲା ଅଞ୍ଚଳ ବଂଶଧାରା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧: ନିଶାମୁକ୍ତ ଓ ସୁସ୍ଥ-ସମୃଦ୍ଧ ସମାଜ ଗଠନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ଅଫ୍ ଟେକ୍ନୋଲୋଜି ଏବଂ ମ୍ୟାନେଜମେଣ୍ଟ, ପାରଳାଖେମୁଣ୍ଡିର ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ୟୁନିଟ୍ ଦ୍ୱାରା ୨୧ ଜାନୁଆରୀ ୨୦୨୬ ତାରିଖରେ ଖରସଣ୍ଡା ଏବଂ ପାରଳାଖେମୁଣ୍ଡି ଅନ୍ତର୍ଗତ ବାର୍ଲଣ୍ଡା ଗ୍ରାମରେ “ନଶା ମୁକ୍ତ ଅଭିଯାନ” ସଚେତନତା କାର୍ଯ୍ୟକ୍ରମ ସଫଳତାର ଅନୁଷ୍ଠିତ ହୋଇଯାଇଛି ।ଏହି Continue Reading