Home Archive by category Odisha News (Page 86)

Odisha News

Odisha News
ହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୮/୪ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଏକ ଶ୍ରଦ୍ଧାଞ୍ଜଳି ସଭା ଗମ୍ଭୀର ପରିବେଶରେ ପାଳିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ନିର୍ବାଚନ ମଣ୍ଡଳୀ ବିଜେଡି ସଭାପତି ଶ୍ରୀ ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇଥିଲେ।ଏହି ଅବସରରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ ଶ୍ରୀ Continue Reading
Odisha News
ମୟୁରଭଞ୍ଜ , ୧୮/୪ : ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ କରାଯିବ ଏହି ବନ୍ଦ ପାଳନ। ବିଭିନ୍ନ ସ୍ଥାନରେ ପିକେଟିଂ ମଧ୍ୟ କରାଯାଉଛି। ବନ୍ଦର ପ୍ରଭାବ ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଜାତୀୟ ରାଜପଥରେ ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ଥିବା ବେଳେ ଦୋକାନ ବଜାର ସ୍କୁଲ୍ କଲେଜ୍ ବନ୍ଦ ରହିଛି। କେବଳ ଜରୁରୀକାଳୀନ ଜିନିଷ ପାଇଁ ଦୋକାନ ଖୋଲା ରହିଛି।ଛାତ୍ରୀଙ୍କୁ କ୍ଷତିପୂରଣ ଏବଂ ନ୍ୟାୟ ଦାବିରେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ଦୁର୍ଗମ ତଥା ଅପହଞ୍ଚ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ।ସରକାରୀ ଯୋଜନାର ସୁଫଳ ରୂପାୟନ ଯେପରି ଶେଷ ସୀମାରେ ଥିବା ଲୋକଙ୍କ ପାଖରେ ପହଞ୍ଚିପାରିବ, ସେଥିପାଇଁ ଜିଲ୍ଲାପାଳ ନିଜେ ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରି କାର‌୍ୟ୍ୟର ମାନ ଓ ଅଗ୍ରଗତି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୪ : ଶୁକ୍ରବାର ବୌଦ୍ଧ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୯ତମ ତିରୋଧାନ ଦିବସକୁ ପ୍ରବାଦ ପୁରୁଷ ଦିବସ ଭାବେ ପାଳନ କରାଯାଇଛି । ସକାଳ ୦୯ ଘଟିକା ସମୟରେ ବ୍ରିଜ ଛକସ୍ଥ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ପୂର୍ବତନ ମନ୍ତ୍ରୀ ବାଚସ୍ପତି ତଥା ବୌଦ୍ଧ ବିଜୁ ଜନତାଦଳ ସଭାପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ବୌଦ୍ଧ ନଗରପାଳ ମୃତ୍ୟୁଞ୍ଜୟ ମିଶ୍ର ବରିଷ୍ଠ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୮/୪ : ବି.ଜେ.ବି. ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ ଅଗ୍ନିଶମ ସପ୍ତାହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭୁ ପ୍ରସାଦ ସେନାପତି ଅଗ୍ନିସେବା ସପ୍ତାହ ପାଳନର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ ।ଅଗ୍ନିଶମ ବାହିନୀର ଅଧିକାରୀ ଗୌତମ ସାମନ୍ତରାୟ, ହାବିଲଦାର ସୁଶାନ୍ତ କୁମାର ସାହୁ, ଅଗ୍ନିଯୋଦ୍ଧା ପରେଶ କୁମାର ପ୍ରଧାନ , ଜିତେନ୍ଦ୍ର ରଣା ଛାତ୍ରଛାତ୍ରୀ ମାନଙ୍କୁ ନିଆଁ ଲାଗିବାର କାରଣ ଓ ନିରାକରଣର Continue Reading
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର , ୧୮/ ୪ : ଧର୍ମଶାଳାର ବିଧାୟକ ତଥା ଓଡିଶା ଓ ଜିଲ୍ଲାର ହେବିୱେଟ ନେତା ହିମାଂଶୁ ଶେଖର ସାହୁଙ୍କ ଶୁକ୍ରବାର ଜନ୍ମଦିନକୁ ନିଜ ନିର୍ବାଚନ ମଣ୍ଡଳୀରେ ଖୁବ ଆଡମ୍ବର ସହକାରେ ପାଳନ କରାଯାଇଛି । ପଶ୍ଚିମବଙ୍ଗ ନିର୍ବାଚରେ ଥାଇ ମଧ୍ୟ ତାଙ୍କ ସମର୍ଥକମାନଙ୍କୁ ଜନ୍ମ ଦିନରେ ଭେଟିବାକୁ ସେ ଆଜି ଭୁବନେଶ୍ୱରସ୍ଥିତ ନିଜ ବାସଭବନରେ ପହଁଚି ସକାଳୁ ସେ ସର୍ବପ୍ରଥମେ ନିଜ ମାଙ୍କ ଠାରୁ ଆଶିର୍ବାଦ ନେଇ ପୁରୀ ଯାଇ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୪ : ଆଜି ତା ୧୬. ୦୪. ୨୦୨୬ ରିଖ, ଜିଲ୍ଲା ପ୍ରଶାସନ ଓ ମିଶନ ଶକ୍ତି ବିଭାଗ ତରଫରୁ “ସୁଭଦ୍ରା ଶକ୍ତି ମହିଳା ସଶକ୍ତିକରଣ ସଚେତନତା କାର୍ଯ୍ୟକ୍ରମ” ଅନୁଷ୍ଠିତ ହୋଇଯାଇଅଛି ।ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ବୌଦ୍ଧ ଟାଉନ ହଲ ପର୍ଯ୍ୟନ୍ତ ସଚେତନତା ରାଲି ଆୟୋଜନ କରାଯାଇଥିଲା। ଏହି ରାଲିରେ ମହିଳା ସଶକ୍ତିକରଣ ବାର୍ତ୍ତା ପ୍ରଚାର ପାଇଁ ବିଭିନ୍ନ ସ୍ଲୋଗାନ ଓ ପ୍ଲାକାର୍ଡ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୪ : ଆଜି ଅପରାହ୍ନ ୪ଘଟିକା ସମୟରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଉପରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଜିଲ୍ଲାପାଳ ମଧୁମିତା ରଥ ଅଧ୍ୟକ୍ଷତା କରିଥିବା ବେଳେ, ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ନୟାଗଡ ମଣ୍ଡଳ ଉନ୍ନୟନ ଅଧିକାରୀ ଐଶ୍ଵର୍ଯ୍ୟା ଭୂୟାଁ, ନୟାଗଡ ତହସିଲଦାର ରାଜେଶ କେଶରୀ ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମକୁ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୬/୪ : ଓଡିଆ ପକ୍ଷ ପାଳନ ଅବସର ରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ,ବଲାଙ୍ଗିରରେ ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦ ର ଅଧ୍ୟକ୍ଷ ପ୍ରତାପ କୁମାର ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଗାଳ୍ପିକା ଶ୍ରୀମତୀ ଗାୟତ୍ରୀ ସରାଫ ମହୋଦୟା,ବ୍ୟଙ୍ଗକବି ରସରାଜ ଅଚ୍ୟୁତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୬/୪ : ବୁଧବାର ଖୋରଧା ଜିଲ୍ଲା କ୍ରୀଡ଼ା ସଂସଦ ଆନୁକୁଲ୍ୟରେ ଖୋରଧା ଷ୍ଟାଡିୟମ୍ ଠାରେ ମୁଖ୍ୟମନ୍ତ୍ରୀ ଖୋ ଖୋ ଚମ୍ପିଅନସିପ୍ ୨୦୨୬ ଉଦ୍ଘାଟିତ ହୋଇଯାଇଅଛି ।ଜିଲ୍ଲା କ୍ରୀଡ଼ା ଅଧିକାରୀ, ଖୋରଧା ଗୀତାଞ୍ଜଳି ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍ଘାଟନ କରି ଖୋ ଖୋ କ୍ରୀଡ଼ା ବିତ୍ ଙ୍କ ସୁଦୂର ପ୍ରସାରୀ ଭବିଷ୍ୟତ ଉପରେ ଆଲୋକପାତ କରିଥିଲେ । କ୍ରୀଡ଼ା ସଂସଦ ସମ୍ପାଦକ ଉପେନ୍ଦ୍ର ନାଥ ଦାସ ସ୍ୱାଗତ Continue Reading