ମାଲକାନଗିରି,୨୬/୧୨ : ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ । ଜୟନଗର ସ୍ଥିତ ବାସଭବନ ସମେତ ଚାରୋଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।ଶୁକ୍ରବାର ମାଲକାନଗିରି ବ୍ଲକ୍ର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୧୨ : ବୌଦ୍ଧ ଜିଲ୍ଲା ସଂଗ୍ରହାଲୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ବିଭୂତି ଭୂଷଣ ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ ଯୋଗ ଦେଇଥିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ ଚର୍ଚ୍ଚ ଓ ପ୍ରାର୍ଥନା ଗୃହରେ ମହାଆଡ଼ମ୍ବରରେ ପାଳିତ ହୋଇଛି । ଯୀଶୁଖ୍ରୀଷ୍ଟ ଙ୍କ ଜନ୍ମଦିନ ପାଳନ ପାଇଁ ସ୍ଥାନୀୟ ଟାଉନ, ବ୍ଲକ ତଥା ପୋଲିସ ଥାନା ଅନ୍ତର୍ଗତ ସମସ୍ତ ପ୍ରାର୍ଥନା ଗୃହ ଓ ଚର୍ଚ୍ଚ ଗୁଡ଼ିକ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୫/୧୨ : ପଲ୍ୟୁସନ ସାର୍ଟିଫିକେଟ ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବ ନାହିଁ ତା ସହିତ ଅଧିକ ଫାଇନ କଟିବ ।ଏହାକୁ ନେଇ ଗାଡ଼ି ଚାଳକଙ୍କୁ ପଲ୍ୟୁସନ ସାର୍ଟିଫିକେଟ ଭୟ ଘାରିଛି। ନୂଆବର୍ଷ ରୁ ଏହି ନିୟମ କଡାକଡି ପାଳନ କରାଯିବାକୁ ସ୍ଥିର ହୋଇଥିଲା।ଗତକାଲି ସଡ଼କ ପରିବହନ ମନ୍ତ୍ରୀ ଜାରି କରାଯାଇଥିବା ଅବଧିକୁ ଏକ ମାସ ବୃଦ୍ଧି କରିଛନ୍ତି ।ତଥାପି ଗାଡ଼ି ଚାଳକଙ୍କ ମଧ୍ୟରେ ଭୟ ଲାଗିରହିଛି। ଏହାର ଚିତ୍ର Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୫/୧୨ : ସମୟ ସ୍ରୋତରେ କିଛି ବ୍ୟକ୍ତି ତାଙ୍କର ପ୍ରତିଭା ପାଇଁ ମହାପୁରୁଷ ହୋଇଥାନ୍ତି ଓ ସେମାନଙ୍କ ଜୟନ୍ତୀ ଏବଂ ଶ୍ରାଦ୍ଧବାର୍ଷିକୀ ଆମେ ପାଳନକରୁ ।ସେହିପରି ମହାନ ପ୍ରତିଭା ସ୍ଵର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଠାରେ ପ୍ରତିଫଳନ ହୋଇଥିଲା, ତେଣୁ ସେ ସମାଜସେବା କଲ୍ୟାଣକୁ ଆଦରି ରାଷ୍ଟ୍ରକୁ ଦୁନିଆରେ ଏକ ନମ୍ୱର୍ କରି ମଜବୁତ୍ କରିବା ପାଇଁ ତାଙ୍କର ଯେଉଁ ପ୍ରଚେଷ୍ଟା ତାହା ତାଙ୍କୁ ଚୀର ସ୍ମରଣୀୟ କରି ରଖିବ Continue Reading
ଗଜପତି : ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଓ ସୁଶାସନ ଦିବସ ପାଳିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଆଜି ଜିଲ୍ଲାସ୍ତରୀୟ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ-ଜୟନ୍ତୀ ଏବଂ ସୁଶାସନ ଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଗଜପତି ଶ୍ରୀ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୧୨ : ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ନୂଆ ନିଯୁକ୍ତି । ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗଙ୍କୁ ନିଯୁକ୍ତି ମିଳିଛି ।୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ହେଉଛନ୍ତି ଅନୁ ଗର୍ଗ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅବସରରେ ନୂତନ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ଶୁଭେଚ୍ଛା ଜଣାଇଚନ୍ତି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୫/୧୨ : ସମଗ୍ର କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ କମ୍ବିଂ ଅପରେଶନକୁ ଜୋର୍ଦାର କରାଯାଇଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ କୁଖ୍ୟାତ ମାଓବାଦୀ ଟଳି ପଡ଼ିଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଧିନସ୍ଥ ଗୁମ୍ମା ପଞ୍ଚାୟତ ର ପେଡମ୍ ଘଞ୍ଚ ଜଙ୍ଗଲରେ ଘଟିଛି ଏହି ଏନକାଉଣ୍ଟର ।ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୧୨ : ଯାଜପୁର ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୁଶାସନ ଦିବସ -୨୦୨୫ ପାଳିତ ହୋଇଯାଇଛି।ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ Continue Reading
ଡିସେମ୍ବର ୧୯ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବୌଦ୍ଧ ଜିଲ୍ଲାର ଉପାନ୍ତ ଶଗଡା ପଞ୍ଚାୟତରେ ପାଳିତ ହେଉଛି ସୁଶାସନ ସପ୍ତାହ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧୨ : ନାଗରିକଙ୍କ ନିକଟରେ ସରକାରଙ୍କର ବିଭିନ୍ନ ଯୋଜନାର ସୁଫଳ ପହଂଚାଇବା ଉଦେଶ୍ୟରେ ସାରା ଦେଶରେ ପାଳନ ହେଉଛି ସୁଶାସନ ସପ୍ତାହ ।ସେହିପରି ଚଳିତ ବର୍ଷ ଡିସେମ୍ବର ୧୯ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବୌଦ୍ଧ ଜିଲ୍ଲାର ଉପାନ୍ତ ଶଗଡା ପଞ୍ଚାୟତରେ ସୁଶାସନ ସପ୍ତାହ ପାଳନ କରାଯାଉଛି ।ପ୍ରଶାସନ ଗାଁ କି ଓର\’ କୁ ସଫଳ କରିବାକୁ ବୌଦ୍ଧ ଜିଲ୍ଲା ପ୍ରଶାସନ ସର୍ବଦା ଚେଷ୍ଟା କରି ଆସୁଛି । ଏହା ମାଧ୍ୟମରେ ଉଭୟ […]Continue Reading




