Home Archive by category Odisha News (Page 94)

Odisha News

Odisha News
ଭୁବନେଶ୍ୱର,୨୪/୯: ବିଜେଡ଼ିରୁ ନିଲମ୍ବନ ପରେ ପୁଣି ବର୍ଷିଛନ୍ତି ଶ୍ରୀମୟୀ ମିଶ୍ର। ଏହା ଗଣତନ୍ତ୍ରର ଅପମାନ ବୋଲିସୋସିଆଲ ମିଡ଼ିଆ ପୋଷ୍ଟରେ ଶ୍ରୀମୟୀ କହିଛନ୍ତି। ଶ୍ରୀମୟୀ କହିଛନ୍ତି, ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ ଦେଉ। ଭୋଟର ଆଇଡି ଏବଂ ଏପିକ ନମ୍ବର ଆବଶ୍ୟକ କରୁ।ସଭାପତି ଭୋଟ ଦେବାକୁ ହେଲେ ସଦସ୍ୟତା ନମ୍ବର ଥିବା ଉଚିତ୍‌। ଯଦି ସଦସ୍ୟଙ୍କ ନମ୍ବର ନାହିଁ, ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ। ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୪/୯ : ଖୋର୍ଦ୍ଧା ବରୁଣେଇ ଶିଳ୍ପାଞ୍ଚଳ ସୁରକ୍ଷା ସଂକ୍ରାନ୍ତୀୟ ଏକ ସମୀକ୍ଷା କରିଛନ୍ତି ଜିଲ୍ଲା ଏସ୍ପି ବିବେକାନନ୍ଦ ଶର୍ମା। ଆଜି ଜିଲା ପୋଲିସ ମୁଖ୍ୟାଳୟରେ ଏସ୍ପି ଶିଳ୍ପାଞ୍ଚଳ ସଂସ୍ଥା ଗୁଡିକର ପ୍ରତିନିଧି ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗ ଏବଂ ସେମାନଙ୍କ ଆଭ୍ୟନ୍ତରୀଣ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଶିଳ୍ପାନୁଷ୍ଠାନ ଭିତର ଓ ବାହାରେ ସିସିଟିଭି ଖଞ୍ଜିବେ। ଶିଳ୍ପାନୁଷ୍ଠାନରେ କାର‌୍ୟ୍ୟରତ Continue Reading
Odisha News
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୨୩/୯: ବକ୍ସିବଜାର ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଠାରେ ସକାଳ ୧୦ ଘଣ୍ଟାରୁ ୧୨ ଘ ପର୍ଯ୍ୟନ୍ତ ନବରାତ୍ର ପୂଜା ଉପଲକ୍ଷେ ନବଦିନ ବ୍ୟାପୀ ନିଷ୍ଠା ର ସହ ଧ୍ୟାନ ଶିବିର ଆଜି ଶୁଭାରମ୍ଭ ହୋଇଛି ।ବି କେ ଝୁନୁ ଭଉଣୀ ଙ୍କ ତତ୍ତ୍ଵାବଧାନରେ ଏବଂ ବି କେ ଆନନ୍ଦ ଙ୍କ ସଂଯୋଜନାରେ ଧ୍ୟାନ ଓ ଆଜିର ମୁରଲୀ ବିସୟ ରେ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବି […]Continue Reading
Odisha News
ଭୁବନେଶ୍ୱର, ୨୩/୯ : ରାଜ୍ୟରେ ବିଗତ ତିନି ବର୍ଷରେ ଉଦ୍ଧାର ହୋଇଛନ୍ତି ୧୦୧ ଶିଶୁ ଶ୍ରମିକ। ୨୦୨୨-୨୩ ରେ ୫ ଜଣ ଶିଶୁ ଉଦ୍ଧାର ହୋଇଥିବା ବେଳେ ୨୦୨୩-୨୪ରେ ୪୫ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି।ସେହିପରି ୨୦୨୪-୨୫ରେ ୫୧ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି। ଏନେଇ ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ସରକାର।ବିଜେପି ବିଧାୟିକା ଉପାସନା ମହାପାତ୍ର ପ୍ରଶ୍ନ କରିଥିଲେ । ସେ ପଚାରିଥିଲେ ଯେ, ଗତ ତିନି ବର୍ଷରେ କେତେ ଶିଶୁ ଶ୍ରମିକ ଉଦ୍ଧାର କରାଯାଇଛି […]Continue Reading
Odisha News
ନୂଆଦିଲ୍ଲୀ, ୨୩/୯ : ନୂଆଦିଲ୍ଲୀର ବିଜ୍ଞାନଭବନରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାର ଦୁଇଟି ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କରିଛି ।ପୁଷ୍କରାକୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ପ୍ରଯୋଜନା ସଂସ୍ଥା ପକ୍ଷରୁ ସୁଶ୍ରୀ ଲିତିସା ମଙ୍ଗତ ପଣ୍ଡା ଏବଂ ନିର୍ଦ୍ଦେଶକ ସୁଭ୍ରାଂଶୁ କୁମାର ଦାସ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ।ତରଙ୍ଗ ସିନେ ପ୍ରୋଡ଼କସନସ୍ ପ୍ରଯୋଜିତ Continue Reading
Odisha News
ଭୁବନେଶ୍ୱର , ୨୩/୯ : ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ କରିବା ପ୍ରତିବାଦରେ ବିଜୁ ଜନତା ଦଳ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଛି । ସୁରକ୍ଷାବଳୟ ଭାଙ୍ଗିବାକୁ ଚେଷ୍ଟା କରୁଥିବାବେଳେ ପୋଲିସ କିଛି ବିଜେଡ଼ି କର୍ମୀଙ୍କୁ ଉଠାଇ ନେଇଛି ।ବିଜେଡ଼ି ଆଜି ବିଧାନସଭା ଘେରାଉ ଡାକରା ଦେଇଛି । ଗାନ୍ଧୀ ମାର୍ଗରେ ଶହ ଶହ ସଂଖ୍ୟାରେ କର୍ମୀ ଗର୍ଜିଛନ୍ତି । ବହୁ ସରପଞ୍ଚ, ବ୍ଲକ ଅଧ୍ୟକ୍ଷ, ୱାର୍ଡମେମ୍ବରଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ନେତା ସାମିଲ […]Continue Reading
Odisha News
ଭୁବନେଶ୍ୱର, ୨୩/୯ : ମୌସୁମୀ ଅଧିବେଶନରେ ପଞ୍ଚମ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ମାତ୍ର ୨୦ ମିନିଟ୍ ପ୍ରଶ୍ନକାଳ ଚାଲିପାରିଛି । ବାରମ୍ବାର ନିବେଦନ ସତ୍ୱେ ବିରୋଧୀ ହୋହାଲ୍ଲା ଜାରି ରଖିବାରୁ ବାଚସ୍ପତି ମହୋଦୟା ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।ଆଜି ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା । ପ୍ରଶ୍ନ କାଳ ଆରମ୍ଭରୁ ହୋହାଲ୍ଲା ଏବଂ ନାରାବାଜି ହୋଇଛି । ବିଜେଡ଼ି ବିଧାୟକ ପ୍ରଶ୍ନକାଳ ଆରମ୍ଭରୁ ପଞ୍ଚାୟତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୯ : ଆରମ୍ଭ ହୋଇଛି ପାର୍ବଣ ଋତୁ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଦିନୀ ମାଆ ଦୂର୍ଗା। ମାଆଙ୍କ ଆବାହନ ଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି।ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଶ୍ରୀଶ୍ରୀ ମା’ ପାଟଖଣ୍ଡା ଦୂର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ଥିବା ଦୂର୍ଗା Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୩/୯ : ସୁରକ୍ଷାକୁ ସର୍ବଦା ଅଗ୍ରାଧିକାର ଦେଉଥିବା ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପାର୍ବଣଋତୁ ଅବସରରେ ବିଦ୍ୟୁତ ସମ୍ପର୍କିତ ସତର୍କତାକୁ ବିଶେଷ ଧ୍ୟାନ ଦେବା ପାଇଁ ସମସ୍ତ ବିଦ୍ୟୁତ ଉପଭୋକ୍ତାମାନଙ୍କୁ ପରାମର୍ଶ ଦେଇଛି।ପବିତ୍ର ଦୁର୍ଗା ପୂଜା ଓ କାଳୀ ପୂଜା ଅବସରରେ ନିର୍ମାଣ କରାଯାଉଥିବା ମଣ୍ଡପ ତଥା ଅସ୍ଥାୟୀ ଟେଣ୍ଟଗୁଡ଼ିକୁ ବିଦ୍ୟୁତ ଖୁଣ୍ଟ, ତାର ଅବା ଟ୍ରାନ୍ସଫର୍ମରଗୁଡିକଠାରୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୯ : ଯଶଶ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ’ଜୀଙ୍କ ୭୫ ତମ ଜନ୍ମଦିନ ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପାଳନ ହେଉଛି ୧୫ ଦିନିଆ ଏକ କାର୍ଯ୍ୟକ୍ରମ “ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନ” କାର୍ଯ୍ୟକ୍ରମ ।ଏହି କାର୍ଯ୍ୟକ୍ରମ ଅବସରରେ ଆଜି ଏକ ସଚେତନତା କାର‌୍ୟ୍ୟକ୍ରମ ସହ ଗର୍ଭବତୀ ଓ ପ୍ରସୂତି ମହିଳା ମାନଙ୍କ ବିଭିନ୍ନ ପରୀକ୍ଷା ନିରୀକ୍ଷା Continue Reading