ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୭/୯ : ଆଜି ଯସ୍ଵଶୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସକୁ ସ୍ମରଣୀୟ କରିବା ପାଇଁ ନୟାଗଡ ଜିଲ୍ଲାର ସମସ୍ତ ପଞ୍ଚାୟତସ୍ତରରେ ଆୟୋଜିତ ହେଉଛି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଅଧିନରେ ଏକ ଦିବସୀୟ ସମୂହ ଚାରା ରୋପଣ କାର୍ଯ୍ୟକ୍ରମ ।ଏହି କାର୍ଯ୍ୟମକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଜିଲ୍ଲାବ୍ୟାପୀ ୨ ଲକ୍ଷରୁ ଉର୍ଦ୍ଧ ଚାରା ରୋପଣ କରାଯାଇଛି ଓ ଏହି […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୭/୯ : ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଲ୍ଲା ତୋଟାପଡା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ “ଏକ ପେଡ୍ ମାଁ କେ ନାମ୍” ଯୋଜନା ଅଧୀନ “ଗୋଟିଏ ବୃକ୍ଷ ମା ଧରିତ୍ରୀ ପାଇ” ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଅଛି।ମୁଖ୍ୟଅତିଥି ଭାବେ ମାନ୍ୟବର ମନ୍ତ୍ରୀ ପୂର୍ତ୍ତ, Continue Reading
ଭୁବନେଶ୍ୱର, ୧୭/୯ : ଚର୍ଚ୍ଚିତ ମହିଳା ଆଇନଜୀବୀ ଅର୍ଚ୍ଚନା ନାଗଙ୍କୁ ଏକ ଶକ୍ତ ଝଟକା ଲାଗିଛି । ମିଥ୍ୟା ତଥ୍ୟ ଦେବା ଅଭିଯୋଗରେ ତାଙ୍କ ଆଇନଜୀବୀ ଲାଇସେନ୍ସକୁ ସାମୟିକ ଭାବେ ରଦ୍ଦ କରାଯାଇଛି । ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପରିଷଦ ତରଫରୁ ଏହି ନିଆଯାଇଛି ।ଅର୍ଚ୍ଚନା ନାଗ ଓକିଲାତି ପେଶା ପାଇଁ ପଞ୍ଜୀକରଣ କରିଥିଲେ । ପଞ୍ଜୀକରଣ ଫର୍ମରେ ନିଜ ବିରୁଦ୍ଧରେ ଥିବା ଅପରାଧିକ ମାମଲା ଏବଂ ବ୍ୟବସାୟକୁ ନେଇ ଭ୍ରମାତ୍ମକ ତଥ୍ୟ ଦେଇଥିଲେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି ।ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବନଖଣ୍ଡର ୭ ଟି ବନାଞ୍ଚଳରେ ୨୫ ହଜାର ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର Continue Reading
ଭୁବନେଶ୍ୱର, ୧୭/୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରାଯାଉଛି । ରାଜ୍ୟ ସ୍ତରୀୟ \’ଏକ୍ ପେଡ୍ ମାକେ ନାମ୍ ୨.୦\’ର ଶୁଭାରମ୍ଭ ହୋଇଛି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକାମ୍ର କଲେଜ ପରିସରରେ ବୃକ୍ଷ ରୋପଣ କରି ଲଗାଇଛି । ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨ ଲକ୍ଷ ୯୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବା […]Continue Reading
ଭୁବନେଶ୍ୱର,୧୭/୯: ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ଗତ ୬ ତାରିଖରେ ଭୁବନେଶ୍ୱରରେ ଶୁଭମିତ୍ରାଙ୍କୁ ହତ୍ୟା କରି ତାଙ୍କ ଡେଡ୍ବଡିକୁ କାର୍ ଯୋଗେ ଦୀପକ କେନ୍ଦୁଝର ଜିଲା ଘଟଗାଁ ଅଞ୍ଚଳକୁ ନେଇଥିଲେ।ପରେ ଘଟଗାଁ ଅଞ୍ଚଳର ଜଙ୍ଗଲରେ ମୃତଦେହ ପୋତି ଦେଇଥିଲେ। Continue Reading
ଭୁବନେଶ୍ୱର, ୧୭/୯ : ପ୍ରତିବର୍ଷ କନ୍ୟା ସଂକ୍ରାନ୍ତି ଦିନ ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହେଇଥାଏ। ଧାର୍ମିକ ମାନ୍ୟତା ଅନୁସାରେ, ଏହିଦିନ ଭଗବାନ୍ ବିଶ୍ଵକର୍ମାଙ୍କ ଜନ୍ମ ହୋଇଥିଲା। ବିଶ୍ଵକର୍ମାଙ୍କୁ ବିଶ୍ଵର ପ୍ରଥମ ଯନ୍ତ୍ରୀ କୁହାଯାଏ । ସକଳ ଶିଳ୍ପକଳାର ସେ ଜନକ। ତାଙ୍କୁ ନିର୍ମାଣର ଅଧିଦେବତା ବୋଲି କୁହାଯାଏ । ବ୍ରହ୍ମାଙ୍କ ନିର୍ଦ୍ଦେଶନାରେ ଦେବସିଳ୍ପି ବିଶ୍ଵକର୍ମା ସମଗ୍ର ସୃଷ୍ଟି ଅର୍ଥାତ୍ ବିଶ୍ଵ ଭୁବନ ନିର୍ମାଣ କରିଥିଲେ। ଦେବତା ମାନଙ୍କର ସମସ୍ତ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୧୭/୯ : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଗତ ତା ୧୪/୯/୨୫ରିଖ ରେ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ରେ ସମାହିତ ହୋଇଛି।ସଂଘର ସଭାପତି ବିଶ୍ବରଂଜନ ଦାସ ଙ୍କ ଆହ୍ୱାନ କ୍ରମେ ସଂଘ ତା ୧୮/୯/୨୫ ରିଖ ଠାରୁ ଅନିର୍ଦିଷ୍ଟକାଳ ପର୍ଯ୍ୟନ୍ତ ରାଜଧାନୀର ଗାନ୍ଧିମାର୍ଗରେ ଅହୋରାତ୍ର ଧାରଣା ଦେବା ପାଇଁ ନିଷ୍ପତି ନିଆଯାଇଛି।ସଂଘ ର ଏକମାତ୍ର ଦାବି ୦୧/୦୬/୨୦୦୮ ରୁ ୦୧/୦୬/୨୦୧୮ ମସିହା ମଧ୍ୟରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା ,୧୭/୯ : ବିଶ୍ଵ ଓଜୋନ ଦିବସ ସ୍ଥାନୀୟ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ବିଦ୍ୟାଳୟରେ ପାଳନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା, କୁଇଜ ପ୍ରତିଯୋଗିତା, ଓ ଚିତ୍ରାଙ୍କନ ପ୍ରତିଯୋଗିତା ମାନ ଆୟୋଜନ କରାଯାଇଥିଲା।ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଭୁପ୍ରସାଦ ସେନାପତିଙ୍କ ସଭାପତିତ୍ୱରେ ଏହି ସଭା ଅନୁଷ୍ଠିତ ହୋଇଥିଲା। ଓଜୋନ ସ୍ତରର ଆବଶ୍ୟକତା ଏବଂ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୯ : ମଙ୍ଗଳବାର ଦିନ ସକାଳ ଘ. ୮.୩୦ ମି. ସମୟରେ ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ପଡିଆ ପରିସରରୁ ଜିଲ୍ଲା ପରିଷଦ ଏବଂ ଗୋଷ୍ଠି ଉନ୍ନୟନ ଅଧିକାରୀ ଙ୍କ ପକ୍ଷରୁ ଆୟୋଜିତ ଏକ ପେଡ ମା କେ ନାମ( ମାଆ ପାଇଁ ଗଛ ଟିଏ ) ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ […]Continue Reading




