
ନୂଆଦିଲ୍ଲୀ/ଭୁବନେଶ୍ୱର, ୧୨/୩ : ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବହୁ ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି-ଜାଗୃତି ଶୁକ୍ଳା। ଦୀର୍ଘ ଦିନର ବନ୍ଧୁତ୍ୱ ଶେଷରେ ସାତ ଜନ୍ମର ସମ୍ପର୍କରେ ପରିଣତ ହୋଇଛି। ଏହି ବିବାହର ଏକାଧିକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅନୁଭବଙ୍କ ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଉଛନ୍ତି।ଅଭିନୟ ସମୟରେ ପ୍ରେମରେ ପଡ଼ିବା ପରେ ୨୦୧୪ରେ ବର୍ଷା ପ୍ରିୟଦର୍ଶନୀଙ୍କ ହାତ ଧରିଥିଲେ ଅନୁଭବ। ହେଲେ ଏହା ବେଶି ଦିନ ଚାଲିପାରି ନ Continue Reading