By Swagatika Das Bhubaneswar, April 18: Ollywood actor Varsha Priyadarshini on Thursday joined Odisha’s ruling Biju Janata Dal (BJD). The actress joined BJD in the presence of Rajya Sabha member Sasmit Patra at a programme at Shankha Bhawan, the party’s state headquarters, here in the city. Varsha, who recently parted ways from her Lok Sabha […]Continue Reading
Ollywood News
ଯାଜପୁର, ୧୮/୪ : ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ।ଏହି ଖବର ଜଣା ପଡିବା ପରେ ତାଙ୍କ ଜନ୍ମସ୍ଥାନ ବରୀ ସହିତ ସମଗ୍ର ରାଜ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି । ବିଶେଷ କରି ରାଜ୍ୟର […]Continue Reading
କଟକ,୧୫।୨: ପରଲୋକରେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତି।କଟକ ନନ୍ଦିସାହି ସ୍ଥିତ ବାସଭବନରେ ଅଭୟ ମହାନ୍ତିଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ୭୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅନୁଭବଙ୍କ ବାପା।ଦୀର୍ଘଦିନ ଧରି ଅଭୟ କିଡନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ଡାଇଲିସିସ୍ ଚାଲିଥିଲା। ବାପାଙ୍କର ଚିକିତ୍ସା ପାଇଁ ଅନୁଭବ ନିୟମିତ ହସ୍ପିଟାଲ ନେବା ଆଣିବା କରୁଥିଲେ। ତେବେ ଅନୁଭବଙ୍କର ସବୁ ଉଦ୍ୟମ ପରେ Continue Reading

ଭୁବନେଶ୍ୱର, ୨/୨: ଜାତୀୟ ପୁରସ୍କାର ପ୍ରାପ୍ତ ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ସାଧୁ ମେହେରଙ୍କର ଆଜି ପରଲୋକ ହୋଇଯାଇଛି। ମୁମ୍ବାଇରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା।ଉଭୟ ହିନ୍ଦୀ ଓ ଓଡ଼ିଆ ସିନେମାରେ ଖ୍ୟାତି ଅର୍ଜନ କରିଥିଲେ ସାଧୁ ମେହେର। ସମାନ୍ତରାଳ ଫିଲ୍ମରେ ସେ ଜଣେ ପ୍ରମୁଖ ଅଭିନେତା ଥିଲେ। ହିନ୍ଦୀ ଫିଲ୍ମରୁ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ପରେ ସେ ଓଡ଼ିଆ ଫିଲ୍ମ କରିଥିଲେ। ଅଙ୍କୁର, ମୃଗୟା, Continue Reading
କଟକ, ୨୧/୧: ଓଡ଼ିଆ ସିନେଜଗତର ଲୋକପ୍ରିୟ ନୃତ୍ୟ ନିର୍ଦ୍ଦେଶକ ତଥା ନିର୍ଦ୍ଦେଶକ ସୁଧାକର ବସନ୍ତ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବାର ଖବର ମିଳିଛି।କଟକ ଜିଲ୍ଲା ଚୌଦ୍ୱାରଠାରେ ତାଙ୍କ କାର ଦୁର୍ଘଟଣାଗସ୍ତ ହୋଇଛି। କାରରେ ଥିବା ତାଙ୍କ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, Continue Reading
ଭୁବନେଶ୍ବର,୨୮/୧୧: ଓଡ଼ିଆ ଫିଲ୍ମ ପ୍ରଯୋଜିକା ସନଲିସା ପଟେଲ ଷଷ୍ଠ ଦିନରେ ମଙ୍ଗଳବାର ଧାରଣା ପ୍ରତ୍ୟାହାର କରିଛନ୍ତି। ଓଡ଼ିଆ ସିନେମା ବଞ୍ଚାଅ ଅଭିଯାନ ନେଇ ସେ ଗତ ଗୁରୁବାର (୨୦୨୩ ନଭେମ୍ବର ୨୩) ଠାରୁ ଅନିଦିଷ୍ଟ କାଳ ପାଇଁ ଧାରଣାରେ ବସିଥିଲେ। ଆଜି ଚଳଚ୍ଚିତ୍ର ପ୍ରସଙ୍ଗରେ ସରକାରଙ୍କ ସହିତ ସଫଳ ଆଲୋଚନା ପରେ ସେ ଧାରଣାରୁ ଉଠିଥିଲେ।ଏବେ ସନଲିସା ପଟେଲଙ୍କ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ବେଳେ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ପାଇଁ ନୂଆ ନିୟମ ଆଣିବାକୁ ସରକାର Continue Reading
ଭୁବନେଶ୍ୱର,୨୩/୧୧ : ଓଡ଼ିଆ ସିନେମା ବଞ୍ଚାଅ ନାରା ଦେଇ ଆଜିଠାରୁ ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଧାରଣାରେ ବସିଛନ୍ତି ‘ପ୍ରଥା’ ସିନେମାର ପ୍ରଯୋଜିକା ସନଲିସା।ରାଜ୍ୟ ସରକାର ଏବଂ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ନିକଟରେ ସେ ୫ ଦଫା ଦାବି ରଖିଛନ୍ତି। ବ୍ଲକ୍ ମୁଖ୍ୟାଳୟରେ ଗୋଟିଏ ଲେଖାଏଁ ସିନେମା ହଲ୍ ପ୍ରତିଷ୍ଠା, ଅନ୍ୟ ରାଜ୍ୟମାନଙ୍କ ପରି ମଲ୍ଟିପ୍ଲେକ୍ସ ଏବଂ ହଲମାନେ ଯେପରି ଓଡ଼ିଆ ଫିଲ୍ମକୁ ଚଳାଇବା ପାଇଁ ବାଧ୍ୟ ହେବେ ସେହିପରି Continue Reading
ଭୁବନେଶ୍ୱର, ୧୩/୧୧ : ଓଡ଼ିଆ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ କମିଶନରେଟ ପୁଲିସ ଆଜି ଗିରଫ କରିଛି । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ କମିଶନରେଟ ପୁଲିସ ମାମଲା ରୁଜୁ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।ସୂଚନା ଅନୁସାରେ, ଅଭିନେତ୍ରୀ ମୌସୁମୀ ଆଜି ହାଇଦ୍ରାବାଦରୁ ସୁଟିଂରୁ ଫେରିବା ପରେ ଚନ୍ଦକାସ୍ଥିତ ତାଙ୍କ ଆପାର୍ଟମେଂଟରୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ତାଙ୍କ ବିରୁଦ୍ଧରେ ଆଇପିସିର ଧାରା -୩୮୫, Continue Reading
ଭୁବନେଶ୍ୱର,୮/୧୧: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଆଜି ଜାମିନ ମିଳିଛି । ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ । ଆଉ ଆଜି ଭୁବନେଶ୍ବର ଏସଡିଜେଏମ୍ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି । ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, […]Continue Reading
ଭୁବନେଶ୍ୱର,୪/୧୧ : ବିବାଦ ବଢ଼ିବାରୁ ଓଡ଼ିଆ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକଙ୍କୁ ଗିରଫ କଲା ଭୁବନେଶ୍ୱର କମିଶନରେଟ୍ ପୁଲିସ୍।ମହିଳା ସାମ୍ୱାଦିକ ଦେବସ୍ମିତା ରାଉତଙ୍କୁ ଅସଦାଚରଣ ଅଭିଯୋଗରେ ତାଙ୍କୁ ପୁଲିସ୍ ଗିରଫ କରିଛି। ଏନେଇ ସୂଚନା ଦେଇଛନ୍ତି ଜୋନ୍-୧ ଏସିପି ମାନସ ଗଡ଼ନାୟକ।ଶୁକ୍ରବାର ଓଡ଼ିଆ ଫିଲ୍ମ ‘ପ୍ରଥା’ ରିଲିଜ ହୋଇଥିଲା। ଏହି ଫିଲ୍ମର ପ୍ରମିୟର ଶୋ’ ଦେଖିବା ପାଇଁ ସିନେ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ନିମନ୍ତ୍ରଣ Continue Reading