Home Posts tagged 1030 new corona positive cases in odisha
Odisha News
ଭୁବନେଶ୍ବର୨୮/୭: ଗତକାଲି ୧୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୧୭୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ସବୁ ୨୭ଟି ଜିଲ୍ଲାରୁ ୧୦୩୦ ଜଣ କରୋନା ପଜିଟିଭ ଚିହ୍ନଟ […]Continue Reading