Home Posts tagged 112 CANDIDATES LIST OF BJP
Odisha News
ଭୁବନେଶ୍ବର, ୨/୪: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି ଚାନ୍ଦବାଲିରୁ ପ୍ରାର୍ଥୀ କରିଛି। ଏଣେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସମ୍ବଲପୁରରୁ ପୁଣି ଲଢ଼ିବେ।ଏଣେ ତଳସରାରୁ ଭବାନୀଶଙ୍କର ଭୋଇ, ସୁନ୍ଦରଗଡ଼ରୁ କୁସୁମ ଟେଟେ, ବୀରମିତ୍ରପୁରରୁ ଶଙ୍କର ଓରାମ, ରଘୁନାଥପାଲିରୁ ଦୁର୍ଗା ଚରଣ Continue Reading
Seo wordpress plugin by www.seowizard.org.