Home Posts tagged 12 hours kantabanjhi banda
Odisha News
କଣ୍ଟାବାଞ୍ଜି,୧୮/୭: କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ ଓ କାର୍ଯ୍ୟାଳୟ ବନ୍ଦ ରହିଛି। ଏଠାରେ ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛି।କଣ୍ଟାବାଞ୍ଜିରେ ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା Continue Reading
Seo wordpress plugin by www.seowizard.org.