Home Posts tagged 12 hours shut down call by vhp
Odisha News
ସମ୍ବଲପୁର,୧୯/୪ : ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହିଂସାକାଣ୍ଡ ଘଟଣା ପ୍ରତିବାଦରେ ରାଜ୍ୟର ୧୪ ଜିଲ୍ଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଶ୍ୱହିନ୍ଦୁ ପରିଷଦ। ଭିଏଚପି ପଶ୍ଚିମ ପ୍ରାନ୍ତ ଶାଖା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର‌୍ୟ୍ୟନ୍ତ ଦୋକାନ ବଜାର ବନ୍ଦ ରଖିବା ସହ ଚକ-ଅଖ ବନ୍ଦ ରଖିବାକୁ ଆହ୍ୱାନ ଦିଆଯାଇଛି। ଆଜି ସକାଳୁ ସକାଳୁ ଏହି ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି।ବଲାଙ୍ଗିରରେ Continue Reading
Seo wordpress plugin by www.seowizard.org.