
ଖଇରା/ସୋର, ୯/୭: ବ୍ୟାଙ୍କ ସମ୍ମୁଖରେ ଗୁଳି ଫୁଟାଇ ୧୨ ଲକ୍ଷ ଟଙ୍କା ଲୁଟ୍ ନେଇ ଅଭିଯୋଗ ହୋଇଛି। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲେଶ୍ବର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ କୁପାରୀ କୃପେଶ୍ୱର ପେଟ୍ରୋଲ ପମ୍ପର ଜଣେ କର୍ମଚାରୀ ଆଜି ଅପରାହ୍ଣରେ ଏହି ଗୁଳିମାଡ଼ର ଶିକାର ହୋଇଛନ୍ତି।ସୂଚନା ଅନୁସାରେ କୁପାରୀ କୃପେଶ୍ୱର ପେଟ୍ରୋଲ ପମ୍ପର ଦୁଇ ଜଣ କର୍ମଚାରୀ ଅଜୟ Continue Reading