Home Posts tagged 19TH ASIANGAMES 2023
Odisha News Sports News
ହାଙ୍ଗଝୌ,୬/୧୦: ଡିଫେଣ୍ଡିଂ ଚାମ୍ପିୟନ ଜାପାନକୁ ହରାଇ ଏସିଆନ ଗେମ୍ସ ହକିରେ ଭାରତ ଜିତିଛି ସ୍ୱର୍ଣ୍ଣ। ଭାରତୀୟ ପୁରୁଷ ଟିମ ଆଜି ଫାଇନାଲରେ ୨୦୧୮ର ଚାମ୍ପିୟନ ଜାପାନକୁ ୫-୧ ଗୋଲରେ ମାତ ଦେଇଛି।ଏହି ସ୍ୱର୍ଣ୍ଣ ପଦକ ଲଢ଼େଇରେ ଭାରତ ପାଇଁ ଗୋଲ କରିଛନ୍ତି ଓଡ଼ିଆ ପୁଅ ଅମିତ ରୋହିଦାସ। ତାଙ୍କ ବ୍ୟତୀତ ଦଳର ପୂର୍ବତନ ଅଧିନାୟକ ମନପ୍ରୀତ ସିଂହ, ବର୍ତ୍ତମାନର ଅଧିନାୟକ ହରମନପ୍ରୀତ ସିଂହ(୨ଟି) ଓ ଅଭିଷେକ ମଧ୍ୟ ଗୋଲ ସ୍କୋର କରିଛନ୍ତି।ଭାରତ ୪ର୍ଥ ଥର ପାଇଁ ଏସିଆନ Continue Reading
Odisha News Sports News
ହାଙ୍ଗଝୁ ,୧/୧୦: ଚୀନର ହାଙ୍ଗଝୁଠାରେ ଖେଳାଯାଉଥିବା ଏସୀୟ କ୍ରୀଡ଼ାରେ ଭାରତୀୟ ଖେଳାଳିମାନଙ୍କ ସଫଳ ପ୍ରଦର୍ଶନ ଜାରି ରହିଛି । ଏସୀୟ କ୍ରୀଡ଼ାରେ ୩୦ ମିଟର ଷ୍ଟିପଲଚେଜରେ ସ୍ୱର୍ଣ୍ଣ ପଦକ ଜିତିବାରେ ଅବିନାଶ ସାବଲେ ପ୍ରଥମ ଭାରତୀୟ ପୁରୁଷ ହୋଇଛନ୍ତି।ସେ ୮ ମିନିଟ୍ ୧୯.୫ ସେକେଣ୍ଡରେ ଏହି ଦୂରତ୍ବ ହାସଲ କରି ଏକ ନୂଆ ଏସୀୟ କ୍ରୀଡ଼ା ରେକର୍ଡ ସ୍ଥାପନ କରିଛନ୍ତି । ସେହିପରି ତେଜିନ୍ଦରପାଲ୍ ସିଂ ସଟପୁଟରେ ସ୍ବର୍ଣ୍ଣ ଜିତିଛନ୍ତି । ସେ ୨୦.୩୬ ମିଟର ଫିଙ୍ଗି […]Continue Reading
Seo wordpress plugin by www.seowizard.org.