Home Posts tagged 235 dengu cases in odisha
Odisha News
ଭୁବନେଶ୍ୱର,୧୦/୬: ରାଜ୍ୟରେ କାୟା ମେଲାଇଲାଣି ଡେଙ୍ଗୁ। ଚଳିତ ବର୍ଷ ରାଜ୍ୟରେ ଚିହ୍ନଟ ହେଲେଣି ୨୩୫ ଜଣ ଡେଙ୍ଗୁ ରୋଗୀ। ସେଥିମଧ୍ୟରୁ ଗତକାଲି ଆସିଛି ୩ଟି କେସ୍। ପୁରୀରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ଜଣେ ଚିହ୍ନଟ ହୋଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି।ଏହି ୨୩୫ ଜଣ ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫ ଜଣ ଅଛନ୍ତି। ସେହିଭଳି କଟକରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ Continue Reading
Seo wordpress plugin by www.seowizard.org.