
ଭୁବନେଶ୍ୱର,୨୦/୫: ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି ।ସୁନ୍ଦରଗଡରେ ୬୧.୫୩ ପ୍ରତିଶତ, କନ୍ଧମାଳ ୫୭.୪୬ ପ୍ରତିଶତ, ବଲାଙ୍ଗୀରରେ ୬୧.୩୫ ପ୍ରତିଶତ ମତଦାନ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛୁଛନ୍ତି ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ […]Continue Reading