ଭୁବନେଶ୍ବର, ୧୪/୮: ଗତକାଲି ୪୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରବିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୨୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୪୮୮ ଜଣ କରୋନା ପଜିଟିଭ […]Continue Reading