Home Posts tagged 5 proposals approve by the cabinet increased minimum wages
Odisha News
ଭୁବନେଶ୍ୱର,୧୦/୭: ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ ମଜୁରୀ Continue Reading
Seo wordpress plugin by www.seowizard.org.