Home Posts tagged 512 corona positive in odisha
Odisha News
ଭୁବନେଶ୍ୱର ,୯/୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୯୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ […]Continue Reading
Seo wordpress plugin by www.seowizard.org.