Home Posts tagged 530 new covid cases in odisha
Odisha News
ଭୁବନେଶ୍ବର,୧୧/୮: ଗୁରୁବାର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ତେବେ ଏହା ୫ ଶହ ଉପରେ ରହିଛି। ଗତକାଲି ୬୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୩୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର […]Continue Reading
Seo wordpress plugin by www.seowizard.org.