Home Posts tagged 662 new covid 19 cases in odisha
Odisha News
ଭୁବନେଶ୍ବର, ୨୬/୭: ଆଜି ରାଜ୍ୟରେ ବି ଦୈନିକ କରୋନା ସଂକ୍ରମଣ ହଜାରେ ତଳେ ରହିଛି। ଗତକାଲି ୭୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୩୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ମଙ୍ଗଳବାର […]Continue Reading