
କୋଇଡା, ୪/୬ : ଗତ ମଙ୍ଗଳବାର ୨୭ ତାରିଖ ସକାଳ ୯ ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନାି ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର ତଦନ୍ତ ଭାର ଦେଶର ଶ୍ରେଷ୍ଠ ତଦନ୍ତକାରୀ ସଂସ୍ଥା ଏନଆଇଏ ସମାନ୍ତର ଭାବେ କରୁଛି ।୨୦୯ କୋବରା ବାଟାଲିୟନ, ସିଆର୍ପିଏଫ୍, ଡିଭିଏଫ୍ ଫୋର୍ସ […]Continue Reading