Home Posts tagged 730 new covid-19 cases in odisha
Odisha News
ଭୁବନେଶ୍ବର,୭/୮: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଗତକାଲି ୮୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରବିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୪୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ରବିବାର ରାଜ୍ୟର ୨୮ଟି ଜିଲ୍ଲାରୁ ୭୩୦ […]Continue Reading
Seo wordpress plugin by www.seowizard.org.