Home Posts tagged 743 covid positive cases in odisha
Odisha News
ଭୁବନେଶ୍ୱର, ୧୩/୭: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଗତକାଲି ୫୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ […]Continue Reading
Seo wordpress plugin by www.seowizard.org.