ମାଲକାନଗିରି, ୧/୨: ସୁରକ୍ଷା ବାହିନୀକୁ ପୁଣି ଏକ ବଡ଼ ସଫଳତା ମିଳିଛି । ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀ ସ୍ୱତନ୍ତ୍ର ଅଭିଯାନରେ ଟଳିଛନ୍ତି ୮ ଜଣ ମାଓବାଦୀ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ତୋଡ଼କା ଜଙ୍ଗଲରେ ଏହି ଏନ୍କାଉଣ୍ଟର ହୋଇଛି ।ଛତିଶଗଡ଼ର ବିଜାପୁର ଜିଲ୍ଲାର ତୋଡ଼କା ଜଙ୍ଗଲରେ ନକ୍ସଲ ଗତିବିଧି ନେଇ ସୁରକ୍ଷା ବାହିନୀକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହା ପରେ ଏସ୍ଟିଏଫ୍, ଡିଆରଜି ଓ ସିଆରପିଏଫ୍ର ଯବାନମାନେ ମିଳିତ Continue Reading