
ଭୁବନେଶ୍ୱର ୧୮/୭ : ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୮ ଜଣ ସଂକ୍ରମିତ ରହିଛନ୍ତି […]Continue Reading