
ଭୁବନେଶ୍ୱର,୨୪/୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍ ସେବା ଦିଆଯିବ।ରାଜ୍ୟରେ ଅଧିକରୁ ଅଧିକ ଇଲେକ୍ଟ୍ରିକ ବସ୍ ଚାଲିବ। ଲୋକଙ୍କୁ ଅଧିକ ବସ୍ ସେବା ପାଇଁ ପ୍ରାରମ୍ଭିକ ଭାବେ ୧୦୦ ବସ କିଣାଯିବ। ରଥଯାତ୍ରାରେ ପ୍ରତି ବ୍ଲକରୁ […]Continue Reading