Home Posts tagged a snake bite a brother and sister
Odisha News
ବଲାଙ୍ଗୀର,୨୫/୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା।ତେବେ ଚିକିତ୍ସା ଚାଲିଥିବା ବେଳେ ମେଡିକାଲରେ ଡାକ୍ତର ଭଉଣୀ-ଭାଇଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ଘର ଭିତରୁ ସାପ ବାହାରିବାରୁ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର Continue Reading
Seo wordpress plugin by www.seowizard.org.