ସମ୍ବଲପୁର, ୧୪/୯ : ସ୍କୁଲ ଅଟୋକୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ୩ ଛାତ୍ର ଆହତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ଏନ୍ଏଚ୍-୫୫ର ହାଲିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଛାତ୍ରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ଛାତ୍ରଛାତ୍ରୀମାନେ ଅଟୋ ଯୋଗେ ସ୍କୁଲ ଯାଉଥିଲେ। ହାଲିପାଲି ନିକଟରେ ଏକ ଟ୍ରକ୍ ଆସି ଅଟୋକୁ ଧକ୍କା ଦେଇଥିଲା। ଫଳରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ତକଳୁ ଖସି ଯାଇଥିଲା। ଦୁର୍ଘଟଣାରେ ୩ ଜଣ ଛାତ୍ର ଆହତ Continue Reading
ଚାନ୍ଦବାଲି, ୩୦/୮: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି।ଏକ ସ୍କୁଲ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରାଯାଇଛି।Continue Reading

ପାରାଦୀପ, ୧୩/୭: ଜଗତସିଂହପୁର ଜିଲ୍ଲା ପାରାଦୀପରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରାଦୀପର ଦୋଛକିରେ ଡ୍ୟୁଟିରେ ଥିବା ହୋମଗାର୍ଡଙ୍କୁ ଚାପିଦେଲା ଲୁହାପଥର ବୋଝେଇ ଟ୍ରକ୍।ମୃତ ହୋମଗାର୍ଡ ହେଲେ ସ୍ଥାନୀୟ ବାଲଡିହ ଗ୍ରାମର ରାଜନ ପ୍ରଧାନ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉଭୟ ପାରାଦୀପ – କଟକ ଓ ଚଣ୍ଡିଖୋଲ ରାସ୍ତା ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକ। ଆଜି ଭୋରରୁ ଧାଡ଼ି ଭାଙ୍ଗି ଯାଉଥିବା ଟ୍ରକକୁ ହୋମଗାର୍ଡ ରାଜନ Continue Reading
ବାଲେଶ୍ବର,୨୩/୬ : ବାଲେଶ୍ବର ଜିଲ୍ଲା ରୂପସା ନିକଟରେ ୬୦ ନଂ ଜାତୀୟ ରାଜପଥରେ ଏକ କଣ୍ଟେନରକୁ ୧୦୮ ଆମ୍ବୁଲାନ୍ସ ପଛପଟୁ ଧକ୍କା ଦେଇ ଜଳିଯାଇଥିବାର ଖବର ମିଳିଛି। ଏହି ଦୁର୍ଘଟଣା ଫଳରେ ରୋଗୀ ସମେତ ୪ ଗୁରୁତର ହୋଇଥିବା ଜଣାଯାଇଛି। ଗୁରୁତରମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।୧୦୮ ଆମ୍ବୁଲାନ୍ସ ବସ୍ତା ଡ଼ାକ୍ତରଖାନାରୁ ରୋଗୀ ନେଇ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସର Continue Reading

ନୂଆପଡ଼ା, ୧୭/୬: ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରାକ୍ଟର ସହ ପିଟି ହୋଇଛି ଦ୍ରୁତଗାମୀ କାର୍।ଫଳରେ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି।୪ ମୃତକ ଖଡ଼ିଆଳ ଅଞ୍ଚର ବାସିନ୍ଦା ବୋଲି ଜଣାପଡ଼ିଛି। ମୃତକମାନେ ହେଲେ ଖଡ଼ିଆଳ ସହରର ଶୁଭମ ମହାନ୍ତି, ଦେବେନ୍ଦ୍ର ସିଂ ଲାଲ, ରିଷି ସାହୁ ଏବଂ ଗୋଇମୁଣ୍ଡି ଗାଁଁର ଦେବରାଜ ପଟେଲ ବୋଲି ଜଣାପଡ଼ିଛି।ମିଳିଥିବା ସୂଚନା ଅନୁସାରେ ମୃତକ ରିଷି Continue Reading

ବାଲେଶ୍ୱର, ୬/୬ ଆଜି ସାବିତ୍ରୀ ବ୍ରତ। ସେଥିପାଇଁ ଝିଅ ଘରକୁ ଭାର ଦେବାକୁ ଯାଇଥିଲେ। ହେଲେ ଫେରିଲା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ। ବାଲେଶ୍ୱର ଜିଲ୍ଲା ସୋର ଥାନା ଅନନ୍ତପୁର ପଞ୍ଚାୟତ ବାଲିଛନ୍ଦା ଘାଟ ନିକଟରେ ଘଟିଛି ଏହି ଦୁର୍ଘଟଣା।ମୃତକଙ୍କ ନାଁ ସୁନୀଲ ବାରିକ। ତାଙ୍କ ଘର ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିମେଦ ଗାଁରେ। ଆଜି ସେ ଖଇରାରେ ରହୁଥିବା ତାଙ୍କ ଝିଅ ଘରେ ସାବିତ୍ରୀ ଭାର ଦେଇ ବାଇକ୍ରେ ଫେରୁଥିବା ବେଳେ କୌଣସି ଏକ […]Continue Reading
ବାଲେଶ୍ୱର, ୫/୬ : ଭାରସାମ୍ୟ ହରାଇ ଦୋକାନ ଉପରକୁ ମାଡିଗଲା ଡମ୍ଫର। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଅନ୍ତର୍ଗତ ଆମ୍ବଳିଅଠା ଛକ ନିକଟରେ ଦୁର୍ଘଟଣା ଘଟିଛି। ମୃତ ଦମ୍ପତି ହେଲେ କାସିଡିହା ଗ୍ରାମର ସୁଧୀର ଜେନା ଓ ଗୀତାରାଣୀ ଜେନା।ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ଡମ୍ଫରଟି ଚିପ୍ସ ନେଇ ନେଇ ଆସୁଥିଲା। ଆମ୍ବଳିଅଠା ଛକ ନିକଟରେ ଭାରସାମ୍ୟ ହରାଇ ଡମ୍ଫରଟି ଦୋକାନ ଉପରେ ମାଡ଼ି ଯାଇଥିଲା। ଏହି Continue Reading
ସୁନ୍ଦରଗଡ଼, ୩୧/୫: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଓସ୍ତାଲି ଘାଟିରେ ଖାଇ ତଳକୁ ଖସି ପଡ଼ିଲା ଗାଡ଼ି। ଏଥିରେ ଦୁଇ ମୃତ ଓ ୭ ଗୁରୁତର। ସକାଳୁ ସକାଳୁ କର୍ମକ୍ଷେତ୍ରକୁ ଯିବା ସମୟରେ ଘଟିଛି ଏଭଳି ଅଘଟଣ।ଆଜି ସକାଳୁ ସକାଳୁ ଏକ କ୍ୟାମ୍ପର ଯୋଗେ ନିଜ କର୍ମକ୍ଷେତ୍ରକୁ ଯାଉଥିବା ବେଳେ ଏକ ଅଘଟଣ ଘଟିଥିଲା, ଯେଉଁଥିରେ ଦୁଇଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଥିବା ଜଣା ପଡ଼ିଛି। […]Continue Reading
ଢେଙ୍କାନାଳ,୩୦/୪: ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ସନ୍ଥପୁର – ବଜୁରିଆ ରାସ୍ତାର ଡଉଁରି ନାଳ ପୋଲ ଠାରେ ୩୦ତାରିଖ ପୂର୍ବାହ୍ନ ୯ଟା ବେଳେ ଏକ ବାଲି ବୋଝେଇ ଟିପ୍ପର ପୋଲ ଉପରେ ଠିଆହୋଇ ଥିବା ପିଲାମାନଙ୍କୁ ଧକ୍କା ଦେଇ ୩୦ଫୁଟ ତଳକୁ ଖସି ପଡ଼ିଛି।ଫଳରେ ଟିପ୍ପର ତଳେ କିଛି ପିଲା ଚାପି ହୋଇଥିବା ସୂଚନା ମିଳିଛି। ଡ୍ରାଇଭରକୁ ଲୋକମାନେ ଟିପର ଭିତରୁ ଉଦ୍ଧାର କରିଛନ୍ତି। ଘଟଣାସ୍ଥଳରେ ଲୋକମାନେ ରୁଣ୍ଡ ହୋଇଛନ୍ତି।Continue Reading
ସୁନ୍ଦରଗଡ଼, ୨୬/୪: ଅଜଣା ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଦର୍ଲିପାଲି ଏନ ଟି ପି ସି ପାୱାର ପ୍ଲାଣ୍ଟ କଲୋନୀ ସମ୍ମୁଖ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଅଜଣା ଟ୍ରକଟି ଧକ୍କା ମାରି ଫେରାର ହୋଇଯାଇଥିବା ସୂଚନା ରହିଛି।ଗୋଟିଏ ବାଇକ୍ ରେ ଯାଉଥିବା ତିନି ସ୍ଥାନୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସେହି ଦର୍ଲିପାଲି ଗାଁର ରଞ୍ଜନ ପ୍ରଧାନ, ଆଶିଷ ଭୋଇ ଓ ରୂପକ […]Continue Reading