ବାସୁଦେବପୁର, ୭/୧: ଭଦ୍ରକ ଜିଲ୍ଲା ଥାନା ବେତଡ଼ା ନିକଟସ୍ଥ ବିଷ୍ଣୁବିନ୍ଧା ନିକଟରେ ଗତ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ବାଇକ ଅରୋହୀ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବକ ବାଲେଶ୍ଵର ଅଞ୍ଚଳର ପ୍ରଣୟ ଦାସ ବୋଲି ସୂଚନା ମିଳିଛି।ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ସାବରପୁର ଅଞ୍ଚଳର ସେକ ରହିମୁଦ୍ଦିନ ଗୁରୁତର ହୋଇଛନ୍ତି। Continue Reading
ରାୟଗଡ଼ା,୬/୧: ଆଦିବାସୀ କଲ୍ୟାଣ ତଥା ଆଇନମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଗାଡ଼ି ଧକ୍କାରେ ଆଜି ଜଣେ ୪ ବର୍ଷ ବୟସର ଶିଶୁର ଦୁଇ ଗୋଡ଼ ଭାଙ୍ଗିଛି। ଗୁରୁତର ନାବାଳକ ହେଲା ନବୀନ ଗୁନୁଲୁ। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶିଶୁ ଶରୀରର ବିଭିନ୍ନ ଅଙ୍ଗ ଓ ଦୁଇ ଗୋଡରେ ଗୁରୁତର ଆଘାତ ଲାଗିଥିବା ନେଇ ଚିକିତ୍ସା କରୁଥିବା ଡାକ୍ତର ପ୍ରକାଶ କରିଛନ୍ତି।ସୂଚନା ଅନୁସାରେ ଆଇନ୍ମନ୍ତ୍ରୀ ଜଗନ୍ନାଥ ସାରକା ଆଜି ଏକ ଦଳୀୟ କାଙ୍କ’ତ୍କକ୍ରମରେ ଯୋଗଦେବା ପାଇଁ ରାୟଗଡ଼ା Continue Reading
ନିଶ୍ଚିନ୍ତକୋଇଲି, ୨/୧: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘରୋଇ ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ଏବେ ବି ଉଦ୍ଧାର କାମ ଜାରି ରହିଛି।ଘଟଣାରୁ ପ୍ରକାଶ ଯେ ସକାଳ ସାଢ଼େ ୭ଟାରେ ମନୋରମା ବସ ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ ପିଟିଥିଲା। ଏହାଫଳରେ ଦୁଇଜଣଙ୍କର […]Continue Reading
ଦଶପଲ୍ଲା, ୩୧/୧୨: ଗଛରେ ପିଟିହେଲା କାର୍। ଦୁର୍ଘଟଣା ପରେ କାରରେ ଲାଗିଲା ନିଆଁ । ଏହାଫଳରେ ୨ଜଣ ଗୁରୁତର ହୋଇଛନ୍ତି। ଏଭଳି ଦୁର୍ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜ଼ିଲ୍ଲା ଵାଣିଗୋଚ୍ଛା ଥାନା ଶାଳଭଙ୍ଗା ଜଙ୍ଗଲରେ।ସୂଚନା ଅନୁଯାୟୀ, ଆଜି ଭୋରୁ ଛତିଶିଗଡ଼ ରାଜ୍ୟ କୁରୁପ ଜିଲ୍ଲାର ୪ଜଣ ଯୁବକ ପୁରୀ ଜଗନ୍ନାଥ ଦର୍ଶନ କରିବାକୁ ଯାଉଥିଲେ। ୫୭ ନମ୍ବର ଜାତୀୟ ରାଜପଥର ଶାଳଭଙ୍ଗା ଜଙ୍ଗଲରେ ଥିବା ଏକ ଶାଳଗଛରେ କାରଟି ପିଟିହୋଇଥିଲା। ପିଟି ହୋଇ କାର୍ (ସିଜି ୧୧କେ Continue Reading
ବାସୁଦେବପୁର,୨୭/୧୨: ଭଦ୍ରକ ଜିଲ୍ଲା ବାସୁଦେବପୁର-ଧାମରା ରାସ୍ତାର ମନ୍ଦାରୀ ନିକଟରେ ଟ୍ରକ୍ ହେଲପରଙ୍କ ଉପରେ ଟ୍ରକ୍ ମାଡ଼ିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। ଗାଡ଼ି ସଜାଡ଼ିବା ବେଳେ ପଛରୁ ଆସି ଏକ ଟ୍ରକ୍ ଧକ୍କା ଦେବା ଫଳରେ ଏଭଳି ଅଭାବନୀୟ ଘଟଣା ଘଟିଥିଲା।ବାସୁଦେବପୁର ଧାମରା ରାସ୍ତାର ମନ୍ଦାରୀ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଟ୍ରକ ହେଲ୍ପରଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ Continue Reading
ନୟାଗଡ଼,୨୧/୧୨: ଦାରିଙ୍ଗିବାଡିରୁ ପିକନିକ୍ ସାରି ଖୁସିରେ ସମସ୍ତେ ଘରକୁ ଫେରୁଥିଲେ।ଗାଡ଼ି ଭିତରେ ଭୋଜି ଭାତର ମଜାମସ୍ତି ବିଷୟରେ କଥା ହେଉଥିଲେ। ହେଲେ ସେମାନେ ଜାଣି ନଥିଲେ ସେ ସେମାନଙ୍କୁ ବାଟରେ ଜଗି ରହିଛି ଯମ। ଘରୁକୁ ଫେରିଲା ବେଳେ ଅଧ ବାଟରେ ଟ୍ରଲରକୁ ଭ୍ୟାନ ପଛରୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ […]Continue Reading
ମୟୂରଭଞ୍ଜ,୧୮/୧୨ : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରପୋଷି ଘାଟିରେ ପୁଲିସ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଆହତ ଏବଂ ଜଣେ ପୁଲିସ କର୍ମଚାରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା। ଦୁର୍ଘଟଣାରେ ସମସ୍ତ ଆହତଙ୍କୁ ବାଙ୍ଗିରିପୋଷି ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି।କରଞ୍ଜିଆରୁ ବାରିପଦା ଯିବାବେଳେ ବାଙ୍ଗିରିପୋଷି ଘାଟିରେ ଦୁର୍ଘଟଣା ହୋଇଛି। ପୁଲିସ ଭ୍ୟାନ୍ ଘାଟିରେ ବ୍ରେକ୍ ଫେଲ୍ ହେବାରୁ ଆଗରେ ଥିବା ଟ୍ରକ୍ ପଛକୁ ପିଟି ଦେଲା ପୁଲିସ ଭ୍ୟାନ୍। ପୁଲିସ Continue Reading
କୋରାପୁଟ ,୧୩/୧୨: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଟିମଝୋଲା ନିକଟରେ ଏକ କାର ଓ ହାଇୱା ମଧ୍ୟରେ ମୁହାଁମୁଁହି ଧକ୍କା ହେବାରୁ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଲକ୍ଷ୍ମୀପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କର ପ୍ରାଥମିକ ଚିକିତ୍ସା କରାଯାଇ କୋରାପୁଟ ଏସଏଲଏନ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।୪ଜଣ ଲୋକ ଏକ କାରରେ ଭୁବନେଶ୍ୱରରୁ ନବରଙ୍ଗପୁରକୁ ଫେରୁଥିଲେ। ପ୍ରବଳ କୁହୁଡ଼ି କାରଣରୁ ରାସ୍ତା Continue Reading
ବାଙ୍କୀ, ୧୧/୧୨ : ବିବାହ ଭୋଜିରୁ ଘରକୁ କାରରେ ଫେରୁଥିଲେ। ଅଧା ବାଟରେ ଗଛରେ ପିଟିହେଲା କାର୍। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ରଣଶଙ୍ଖ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଗତକାଲି ବିଳମ୍ବିତ ରାତିରେ ୩ ଜଣ ଯୁବକ ବିବାହ ଭୋଜିରୁ ଯୋଗ ଦେଇ ଏକ କାର୍ରେ ବାଙ୍କୀରୁ ଆଠଗଡ଼ ନିଜ ଘରକୁ […]Continue Reading
ଘଟଗାଁ /କେନ୍ଦୁଝର,୧/୧୨ : ତାରିଣୀଦର୍ଶନ ନୋହିଲା। ବାଟରେ ୮ ଜଣଙ୍କୁ ନେଇଗଲା ଯମ। ରାତିରେ ଘରୁ ବାହାରିଥିଲେ। ଭୋର୍ ସମୟରେ ମା’ଙ୍କର ମଙ୍ଗଳଆଳତି ଦେଖିଥାନ୍ତେ। ହେଲେ ତା ଆଗରୁ ସବୁ କିଛି ଓଲଟପାଲଟିଗଲା।ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି।ସେମାନଙ୍କୁ କଟକ ବଡ଼ ମେଡିକାଲକୁ Continue Reading