Home Posts tagged Achuta Samanta
Odisha News
ଗତ ୧୪ ତାରିଖରେ ବାଙ୍ଗାଲୋରଠାରେ ଗ୍ୟାସ ସିଲିଣ୍ଡର ଫାଟି ଘଟିଥିବା ଦୁର୍ଘଟଣାରେ କନ୍ଧମାଳ ଜିଲ୍ଲାର ମୃତକଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି କନ୍ଧମାଳ ସାଂସଦ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ।  ଦୁର୍ଘଟଣା ଘଟିବା ଖବର ଜାଣିବା ପରେ ଶ୍ରୀ ସାମନ୍ତ କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ବାଙ୍ଗାଲୋରସ୍ଥିତ ଇଣ୍ଡିଆନ ସୋସିଆଲ ଇନଷ୍ଟିଚ୍ୟୁଟ ସହ ଯୋଗାଯୋଗ କରି ସେମାନଙ୍କ ମୃତ ଶରୀରକୁ ବାଙ୍ଗାଲୋରରୁ ଆମ୍ବୁଲାନସ ଯୋଗେ ସେମାନଙ୍କ ଗ୍ରାମକୁ ଆଣିବା Continue Reading
Seo wordpress plugin by www.seowizard.org.