Home Posts tagged actor yash
Odisha News
ନୂଆଦିଲ୍ଳୀ, ୧୫/୪ : ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ଚଳଚ୍ଚିତ୍ର କେଜିଏଫ୍ ଶେଷରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି । ସୁପରଷ୍ଟାର ତଥା ରକିଂ ଷ୍ଟାର୍ ୟଶଙ୍କ ଫିଲ୍ମ ସିନେମା ଘରେ ଧମାଲ୍ କରୁଛି ।ଫିଲ୍ମକୁ ନେଇ ସୋସିଆଲ ମିଡିଆରେ ଟ୍ରେଣ୍ଡ ଦେଖାଯାଉଛି । ଦର୍ଶକ ଫିଲ୍ମକୁ ବହୁତ ପ୍ରଶଂସା କରୁଥିବା ଦେଖିବାକୁ ମିଳିଛି । ପ୍ରଶଂସକମାନେ ଫିଲ୍ମର ପ୍ରତ୍ୟେକ ଚରିତ୍ରକୁ ପସନ୍ଦ କରୁଛନ୍ତି ।ଏହି ସମୟରେ ପ୍ରଶଂସକଙ୍କ ପାଇଁ ଏକ ବଡ ଏବଂ ଖୁସି ଖବର […]Continue Reading
Seo wordpress plugin by www.seowizard.org.