Home Posts tagged agnikand at ganjam
Odisha News
ଗଞ୍ଜାମ,୧୨/୩ : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ବ୍ରାହ୍ମଣଦେଇ ଗାଁରେ ନିଆଁ ଲାଗି ୧୧ଟି ପରିବାରର ୩୦ ବଖରା ଘର ଜଳି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ନଷ୍ଟ ହୋଇଯାଇଛି।ସୁଚନ ମୁତାବକ ନିଆଁରେ ପୋଡ଼ି ପାଉଁଶ ହୋଇଯାଇଥିବା ଘର ଗୁଡ଼ିକ ମଧ୍ୟରୁ ଅନେକରେ କେହି ନଥିଲେ। କିଏ ଚାଷ ଜମିକୁ କାମ କରିବାକୁ ଯାଇଥିଲେ ତ ଆଉ କିଏ ଅନ୍ୟ କାମରେ। ପ୍ରଥମେ ଗୋଟିଏ ଘରେ ନିଆଁ ଲାଗିଥିଲା। ଆଉ ଆଖି ପିଛୁଳାକେ ନିଆଁ […]Continue Reading
Seo wordpress plugin by www.seowizard.org.