
ଭୁବନେଶ୍ବର,୪/୧୧: ଭୁବନେଶ୍ବର ଏମ୍ସରୁ ୧୨ ଦଲାଲଙ୍କୁ ପୁଲିସ ଗିରଫ କରିଥିବାର ଖବର ମିଳିଛି। ଟିକେଟ ଦଲାଲ କରୁଥିବା ଅଭିଯୋଗରେ ଏହି ୧୨ ଜଣ ଦଲାଲଙ୍କୁ ଥାନାକୁ ଉଠାଇ ଆଣିଛି ପୁଲିସ। ଏମାନେ ଦୀର୍ଘଦିନ ହେବ ଏମ୍ସ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ପାଇଁ ଟିକେଟ କାଟି ବ୍ଲାକରେ ବିକ୍ରି କରୁଥିଲେ। ରୋଗୀମାନଙ୍କ ଲାଗି ଡାକ୍ତରଙ୍କ ପରାମର୍ଶ ପାଇଁ ମାଗଣା ସେବା ଉପଲବ୍ଧ ଥିବା ସତ୍ତ୍ବେ ସେମାନେ ହନ୍ତସନ୍ତ ହେଉଥିଲେ। ଦଲାଲମାନେ ଆଗୁଆ ଟିକେଟ କାଟି ରୋଗୀଙ୍କୁ ୪ରୁ Continue Reading