Home Posts tagged akshya kumar parija
Odisha News
ଭୁବନେଶ୍ୱର, ୩୦/୯:ପ୍ରଯୋଜକ ଅକ୍ଷୟ ପରିଜାଙ୍କ ବିରୋଧରେ ଅଭିନେତ୍ରୀ ଆଣିଲେ ସାଂଘାତିକ ଅଭିଯୋଗ । ଅଭିନେତ୍ରୀ କରାଇବା ଆଳରେ ଅକ୍ଷୟ ପରିଜା ଯୌନ ନିର‌୍ୟାତନା ଦେଉଥିବା ନେଇ ଜଣେ ଯୁବତୀ ଅଭିଯୋଗ କରିଛନ୍ତି। ଯୁବତୀଙ୍କ ଅଭିଯୋଗ ଅନୁସାରେ, ଅକ୍ଷୟ ପରିଜା ତାଙ୍କୁ ଅଭିନେତ୍ରୀ କରାଇବା ଆଳ ଦେଖାଇ ବର୍ଷେ ଧରି ଜୋରଜବରଦସ୍ତ ଭାବେ ଶାରୀରିକ ସମ୍ପର୍କ ରଖିଥିଲେ।ତାଙ୍କ ଅଶ୍ଲୀଳ ଫଟୋ ରଖି ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ବୋଲି ସମ୍ପୃକ୍ତ ଯୁବତୀ ଅକ୍ଷୟ Continue Reading