
କଟକ, ୪/୭: ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା । କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ଅନୁଭବ । ୫ ଓ ୬ ତାରିଖ ଯାଏଁ ଚାଲିବ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ।ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା ଉପରେ ସୋମବାର ଫ୍ୟାମିଲି କୋର୍ଟ କଟକ ଶୁଣାଣି କରିଛନ୍ତି ।ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଛାଡପତ୍ର ଆବେଦନ ଉପରେ ସେ ନିଜେ […]Continue Reading