Home Posts tagged ANUGULA (Page 3)
Odisha News
ଅନୁଗୋଳ/ବଡ଼କେରା,୨/୭: ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ଣରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ଜୀବନ ଚାଲି ଯାଇଛି। ମୃତକମାନେ ହେଲେ ଗୁରଙ୍ଗ ଦେହୁରୀସାହିର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ ମମତା ବେହେରା।ସୂଚନା ଅନୁସାରେ ଉଭୟ ବାଇକ ଆରୋହୀ ସ୍ବାମୀ ଅକ୍ଷୟ ବେହେରା ଓ ସ୍ତ୍ରୀ ମମତା ବେହେରା ଆଜି ଅପରାହ୍ଣ ପ୍ରାୟ ସାଢ଼େ ୩ଟାରେ ବଡ଼କେରା ପଟରୁ ଅନୁଗୁଳ […]Continue Reading
Odisha News
ଅନୁଗୋଳ,୮/୫ : ଘରେ ପଶି ନାବାଳିକାର ତଣ୍ଟିକାଟି ଜଣେ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଅନୁଗୁଳ ସହର ଉପକଣ୍ଠ କୁଇଓ ଗ୍ରାମରେ। ଡାକ୍ତର ନାବାଳିକାକୁ ମୃତ ଘୋଷଣା କରିଛନ୍ତି। ମୃତ ନାବାଳିକା ଜଣଙ୍କ ହେଲେ ଭାଗିରଥି ସାହୁଙ୍କ ଝିଅ ଖୁସି ସାହୁ। ତାଙ୍କୁ ୧୨ ବର୍ଷ ହୋଇଥିଲା। ଖୁସିଙ୍କ ଘର ତାଳଚେର ଡଅଁରାରେ ହୋଇଥିବା ଜଣାପଡ଼ିଛି।ଆଜି ସକାଳ ପ୍ରାୟ ୧୦ଟା ସମୟରେ ଖୁସି ତାଙ୍କ ମା’ ଘରେ ଥିଲେ। ଏହି ସମୟରେ […]Continue Reading