
ଭୁବନେଶ୍ୱର,୧୬/୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ ରହି ନାହିଁ। ତାହା ଏବେ ପାଣ୍ଡୁ ଜନତା ଦଳ। ଆପଣ ଯଦି ବିଜେଡିକୁ ଭୋଟ ଦେଉଛନ୍ତି, ଜାଣନ୍ତୁ ନବୀନ ମୁଖ୍ୟମନ୍ତ୍ରୀ ହେବେନି। ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ। ଆଜି ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ ଏଭଳି କିଛି କହିଛନ୍ତି ଅପରାଜିତା ।ଅପରାଜିତା କହିଛନ୍ତି, ପାଣ୍ଡୁଜୀ ମୁଁ କହୁନି, ଲୋକ ମାନେ Continue Reading