
ଭୁବନେଶ୍ବର,୫/୧: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ଘରର ମାପଚୁପ କରିଛି। ଇଡିର ଦୁଇଟି ଦଳ ଘରର ମାପ କରିଥିବା ଜଣାଯାଇଛି। ଏହି ଟିମ୍ରେ ଦୁଇ ଜଣ ଇଡି ଅଫିସରଙ୍କ ସହ ଦୁଇ ଜଣ ଅମିନ ଆଉ ଜଣେ ଟେକ୍ନିକାଲ ଅଫିସର ଥିଲେ। ଅନ୍ୟ ଏକ ଟିମ୍ରେ ଟିମ ସମ୍ପତ୍ତିର ମୂଲ୍ୟାୟନ ପାଇଁ ଆସିଥିଲେ।ଏହା ପୂର୍ବରୁ ଇଡି ଅର୍ଚ୍ଚନା ନାଗ, ଜଗବନ୍ଧୁ ଓ ତାଙ୍କ ସହଯୋଗୀ ଖଗେଶ୍ବର ପାତ୍ରଙ୍କ ସମସ୍ତ ସ୍ଥାବର ଓ ଅସ୍ଥାବର […]Continue Reading