Home Posts tagged army dog kent dies
Odisha News
ଜମ୍ମୁ କଶ୍ମୀର,୧୩/୯ : ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର। ଜଣେ ଆତଙ୍କୀ ନିପାତ। ଅପରେସନ ସମୟରେ ଜଣେ ଯବାନ ସହିଦ ହୋଇଥିବା ସୂଚନା। ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୬ ବର୍ଷର ସେନା କୁକୁର ‘କେଣ୍ଟ’ର ଜୀବନ ଚାଲିଯାଇଛି।ସୂଚନା ଅନୁସାରେ, ଗତକାଲି ରଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ନେଇ ଖବର ପାଇଥିଲେ ସୁରକ୍ଷାକର୍ମୀ। ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ସମୟରେ ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ Continue Reading
Seo wordpress plugin by www.seowizard.org.