Home Posts tagged asia world cup
Odisha News Sports News
କଲମ୍ବୋ,୧୦/୯ : ଏସିଆ କପ୍ରେ ଆଜି ହେବ ମହା ମୁକାବିଲା। ମୁହାଁମୁହିଁ ହେବେ ଦୁଇ ପାରଂପରିକ ପ୍ରତିଦ୍ୱନ୍ଦୀ ଭାରତ-ପାକିସ୍ତାନ। କଲମ୍ବୋର ଆର ପ୍ରେମାଦାସ ଷ୍ଟାଡିୟମରେ ଦେଖିବାକୁ ମିଳିବ ହାଇଭୋଲଟେଜ୍ ଟକ୍କର। ଭାରତୀୟ ସମୟ ଦିନ ୩ଟାରେ ମ୍ୟାଚ୍ ଖେଳାଯିବ।ଭାରତ ଆଜିଠୁ ନିଜର ସୁପର ଫୋର୍ ଅଭିଯାନ ଆରମ୍ଭ କରିବାକୁ ଥିବାବେଳେ ପୂରା ଟିମ୍ ଜୋସରେ ଅଛନ୍ତି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ।ସେହିପରି ବାବର ଆଜମଙ୍କ Continue Reading